ମନ୍ଦିରରେ କଳାକନା ବୁଲାଇଲେ

ବ୍ରହ୍ମପୁର ଅଫିସ,୧୬।୭: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଧୀନ ଲାଞ୍ଜିପଲ୍ଲୀ ଶ୍ରୀକୃଷ୍ଣନଗର ପଞ୍ଚମ ଲାଇନ୍‌ ନୂଅଁାବନ୍ଧ ହୁଡାରେ ଥିବା ତ୍ରିନାଥ ମନ୍ଦିରରୁ ଚୋରି ହୋଇଛି। ଚୋରମାନେ ଗୁରୁବାର ବିଳମ୍ବିତ ରାତିରେ ମନ୍ଦିରର ମୁଖ୍ୟ ଫାଟକ ତାଲା ଭାଙ୍ଗି ହୁଣ୍ଡିରୁ ପ୍ରାୟ ୨୦ ହଜାର ଟଙ୍କା ନେଇଯାଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ପୂଜକ ଏମ୍‌. ଲକ୍ଷ୍ମଣ ତାରିଲୁ ମନ୍ଦିରକୁ ଆସିଥିଲେ। ଗ୍ରୀଲ ତାଲା ଭଙ୍ଗା ଯାଇଥିବା ବେଳେ ଦାନ ହୁଣ୍ଡିକୁ ଦୁର୍ବୃତ୍ତମାନେ ତାଡି ଟଙ୍କା ନେଇଯାଇଥିବା ଦେଖି ସ୍ଥାନୀୟ ଅଧିବାସୀଙ୍କୁ ଜଣାଇଥିଲେ। ଏ ନେଇ ମନ୍ଦିର ଟ୍ରଷ୍ଟି ମନୋଜ ତରାଇ ବୈଦ୍ୟନାଥପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହୁଣ୍ଡିରୁ ସମସ୍ତ ନୋଟ ଟଙ୍କା ଗାଏବ ଥିବା ବେଳେ କଏନ ସବୁ ବିଛାଡି ହୋଇପଡିଛି। ଚୋରମାନେ ତାଲା ଭାଙ୍ଗିବା ପାଇଁ ବ୍ୟବହାର କରିଥିବା ଏକ ଲୁହା ଛଡ଼କୁ ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିର୍ଲା ଟାୟାର୍ସକୁ କାର୍ଯ୍ୟକ୍ଷମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ବାଲେଶ୍ୱର ଅଫିସ, ୨୭।୧୧: ବାଲେଶ୍ୱର ବାମପଦାସ୍ଥିତ ବିର୍ଲା ଟାୟାର୍ସ ଜିଲାରେ ଏକ ପ୍ରମୁଖ କାରଖାନା। ଏଥିରେ ୪ହଜାରରୁ ଊର୍ଦ୍ଧ୍ୱ ଲୋକ କାର୍ଯ୍ୟ କରି ନିଜର ପରିବାର...

ସିବିଆଇ ତଦନ୍ତ ଦାବିକଲା କଂଗ୍ରେସ :ସୁରଟରେ ସତ୍ୟଙ୍କ ମୃତ୍ୟୁ ଘଟଣା

ଭଞ୍ଜନଗର, ୧୯ା୫(ଡି.ଏନ୍‌.ଏ.)-ଭଞ୍ଜନଗର ଥାନା ବାରୁଡ଼ାର ସତ୍ୟବାନ ସ୍ବାଇଁଙ୍କୁ ସୁରାଟ ପୋଲିସ ଗତ ଗୁରୁବାର ପିଟି ପିଟି ମାରି ଦେବା ଘଟଣାକୁ ୫ଦିନ ବିତିଥିଲେ ମଧ୍ୟ ଦୋଷୀଙ୍କ...

ସ୍କୁଲ ଯାତାୟାତରେ ଅସୁବିଧା : ଗେଟ୍‌ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀଛାତ୍ର

କାଳିଆପାଣି,୧୫।୭(ଡି.ଏନ୍‌.ଏ.): ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ ସ୍କୁଲକୁ ଯାତାୟାତ କରିବାରେ ଅସୁବିଧା ଯୋଗୁ ଛାତ୍ରୀଛାତ୍ର ଇମ୍ଫା କମ୍ପାନୀ ଗେଟ୍‌ ସମ୍ମୁଖରେ ଧାରଣା ଦେଇଥିବା ଜଣାପଡ଼ିଛି।...

ରାଜ୍ୟରେ ୧,୦୫୮ କରୋନା ପଜିଟିଭ୍‌ ଚିହ୍ନଟ; ୧୮ ବର୍ଷ ମଧ୍ୟରେ ୧୩୮ ଆକ୍ରାନ୍ତ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୫୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୩୮ ଜଣଙ୍କ ବୟସ ୧୮ ବର୍ଷ...

ଅନ୍‌ଲାଇନ୍‌ ବ୍ୟାଙ୍କିଙ୍ଗ୍‌ ଠକେଇ: ବର୍ତ୍ତିବେ କିପରି

କିଛି ବର୍ଷ ମଧ୍ୟରେ ଡିଜିଟାଲ ପେମେଣ୍ଟ ମୋଡ୍‌ର ବ୍ୟବହାର ବହୁଳ ଭାବେ ବୃଦ୍ଧି ପାଇଛି। ଏହାସାଙ୍ଗରେ ତାଳ ଦେଇ ବଢ଼ିଛି ଠକେଇ ମାମଲା। ବିଶେଷକରି ସାଧାରଣ...

ସାହାରପଡ଼ା ଅଞ୍ଚଳର ଟିକ୍‌ଟକ୍‌ ଭିଡିଓ କଳାକାରଙ୍କ ଓଡ଼ିଆ ସିନେମାରେ ପ୍ରବେଶ

ପାଟଣା, ୧।୮(ସ୍ବ.ପ୍ର.)-ଟିକ୍‌ଟିକ୍‌ କେତେକ କ୍ଷେତ୍ରରେ ଲୋକଙ୍କୁ ବଦନାମ କରିଥିବାବେଳେ କେତେକଙ୍କ ପାଇଁ ଖୁସିର ସମାହାର ଆଣିଦେଇଛି। ତେବେ ସବୁର ବ୍ୟବହାର ଜାଣିଲେ ହେଲା। ଭଲ କାମ...

ଗଞ୍ଜାମର ୫.୮୩ ଲକ୍ଷ ନେଲେଣି ପ୍ରଥମ ଡୋଜ ଟିକା

ଛତ୍ରପୁର,୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକା ନେବାକୁ ଲୋକଙ୍କ ଆଗ୍ରହ ବଢିଛି। ଜିଲାରେ ଶୁକ୍ରବାର...

୮ ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ଅନୁମୋଦନ: ବିନିଯୋଗ ହେବ ୧୨୧୪ କୋଟି

ଭୁବନେଶ୍ୱର, ୧୩ା୩(ବ୍ୟୁରୋ): ଓଡିଶାରେ ବ୍ୟବସାୟ ଅନୁକୂଳ ବାତାବରଣ ଓ ସ୍ବଚ୍ଛ ବ୍ୟବସ୍ଥା ଯୋଗୁ ରାଜ୍ୟ ନୂତନ ପୁଞ୍ଜିନିବେଶ ପ୍ରସ୍ତାବ ଆକର୍ଷିତ କରିବାରେ ସମର୍ଥ ହୋଇଛି। ମୁଖ୍ୟ...

Advertisement
Archives

Model This Week