ପର୍ଯ୍ୟଟନସ୍ଥଳ ପ୍ଲାଷ୍ଟିକ୍‌ମୁକ୍ତ ହେବା ଜରୁରୀ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଇକୋ ପ୍ରୋଟେକ୍ଟ ଫାଉଣ୍ଡେଶନ ପକ୍ଷରୁ ସୋମବାର ଭଟଲି ବ୍ଲକରେ ରହିଥିବା ଆପଖୋଲ ଜଳପ୍ରପାତରେ ପ୍ଲାଷ୍ଟିକମୁକ୍ତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଜଳପ୍ରପାତ ଜିଲାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହୋଇଥିବାବେଳେ ଏଠାରେ ବହୁସଂଖ୍ୟକ ପର୍ଯ୍ୟଟକଙ୍କ ସମାଗମ ହୋଇଥାଏ। ତେବେ ପର୍ଯ୍ୟଟକଙ୍କ ଭିଡ଼ ଯୋଗୁ ଜଳପ୍ରପାତ ପରିସରରେ ଅନେକ ପ୍ଲାଷ୍ଟିକ ବୋତଲ ଆଦି ଆବର୍ଜନା ପଡ଼ି ରହିଥାଏ। ଏହି ଦୃଷ୍ଟିରୁ ଉକ୍ତ ଳଜପ୍ରପାତରେ ପ୍ଲାଷ୍ଟିକମୁକ୍ତ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା ବୋଲି ଆୟୋଜକବୃନ୍ଦ କହିଛନ୍ତି। ସଂଘର ସଭାପତି ସୂର୍ଯ୍ୟଭାନ ସିଂଙ୍କ ତତ୍ତ୍ୱାବଧାନରେ ସମସ୍ତ ସଦସ୍ୟ ଉପସ୍ଥିତ ରହି ପର୍ଯ୍ୟଟକଙ୍କୁ ପ୍ଲାଷ୍ଟିକ ଆବର୍ଜନା ଉପରେ ସଚେତନ କରିଥିଲେ। ଏହା ସହିତ ସେଠାରେ ପଡ଼ି ରହିଥିବା ପ୍ଲାଷ୍ଟିକ ଆବର୍ଜନାକୁ ସେମାନେ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ଅତ୍ୟାବଶ୍ୟକ ସାମଗ୍ରୀ ସଙ୍କଟ ଆଶଙ୍କା

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଅନ୍ୟପଟେ, କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ଗାଁରେ ପଶିଲା ମହେନ୍ଦ୍ରତନୟାର ପାଣି, ଆତଙ୍କିତ ଲୋକେ

ପାରଳାଖେମୁଣ୍ଡି,୨୯।୧୦(ଗିରିଧାରୀ ପରିଛା): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଗଜପତି ଜିଲାରେ ବର୍ଷାର ପ୍ରକୋପ ଥମିବାର ନାଁ ନେଉନାହିଁ । ଆନ୍ଧ୍ରପ୍ରଦେଶରେ ବାତ୍ୟା ସ୍ଥଳଭାଗ ଛୁଇଁବାର ୩୬ ଘଣ୍ଟାରୁ ଊର୍ଦ୍ଧ୍ୱ…

ପୁଣି ଖୋଲିଲା ଘୋଡାହାଡ ଡ଼୍ୟାମର ୨ ଗେଟ୍, ଫାସିଗୁଡ଼ା ଗାଁରେ ପଶିଲା ପାଣି

ଦିଗପହଣ୍ଡି,୨୯ା୧୦(ଅଶେଷ ନାଥ ମିଶ୍ର): ବଙ୍ଗୋପସାଗରରୁ ଘନୀଭୂତ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷା ଜାରି ରହିଛି । ଏହି କାରଣରୁ ଗଞ୍ଜାମ ଜିଲା ଘୋଡାହାଡ ଡ଼୍ୟାମରୁ ସ୍ପିଲ୍…

ଭଞ୍ଜନଗରରେ ପ୍ରବଳ ବର୍ଷା; ୧୦ ଗ୍ରାମ ଜଳବନ୍ଦୀ, ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଦାବି

ଭଞ୍ଜନଗର,୨୯।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡ଼ିଛି । ଡହ ଜଳଭଣ୍ଡାର ଅଞ୍ଚଳରେ ବୁଧବାର ସନ୍ଧ୍ୟା ୬ଟାରୁ…

ଅର୍ଣ୍ଣବ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ରାତିଅଧରେ ସ୍ଥିତି ପରଖିଲେ ଜିଲାପାଳ

ପୁରୁଷୋତ୍ତମପୁର,୨୯।୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ତିନି ଦିନ ଧରି ଲଗାଣ ବର୍ଷା ଓ ପବନରେ ଅସ୍ତବ୍ୟସ୍ତ ହୋଇପଡିଛି ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ । ଏପଟେ…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: କାଲି କନ୍ଧମାଳର ସବୁ ସ୍କୁଲ୍‌ ଛୁଟି ଘୋଷଣା

ଫୁଲବାଣୀ,୨୮ା୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲି (ଗୁରୁବାର)…

କୋଟିଆରୁ ଫେରିବା ବାଟରେ ଧସିଲା ପାହାଡ଼: ଫସି ରହିଛନ୍ତି ୩ ଶିଶୁ ବିକାଶ ସୁପ୍ରଭାଇଜର, ଉଦ୍ଧାର କାର୍ଯ୍ୟ ଜାରି

ପଟ୍ଟାଙ୍ଗି, ୨୮।୧୦(ଶରତ କୁମାର ଧଳ): ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ରେ ପାହାଡ଼ ଧସିବା କାରଣରୁ ଏକ ବଡ଼ ବିପଦ ସୃଷ୍ଟି ହୋଇଛି। କୋଟିଆ…

ମହାକାଳପଡ଼ା ବାୟା ବାବା କଲେଜ: ସୌମ୍ୟଜିତ ସଭାପତି, ସମ୍ପୂର୍ଣ୍ଣା ସମ୍ପାଦିକା ଭାବେ ଶପଥ ନେଲେ

ମହାକାଳପଡ଼ା, ୨୮।୧୦(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ସଦର ମହକୁମାସ୍ଥିତ ଶ୍ରୀ ଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚିତ ପ୍ରତିନିଧିମାନଙ୍କ ଶପଥ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?