ଗୁରୁବାର ହେଲେ ମନେ ପଡୁଛି ସ୍ବଚ୍ଛତା କଥା: ପର୍ଯ୍ୟଟନକ୍ଷେତ୍ର, ସ୍ବାସ୍ଥ୍ୟକେନ୍ଦ୍ରକୁ ସଫେଇ କଲେ…

ଦାରିଙ୍ଗବାଡି, ୧୧। ୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ଓ ରାଜ୍ୟ ବାହାରେ ପରିଚିତ ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ ବୁଲି ଆସୁଥିବା ବେଳେ କୁଢ଼ କୁଢ଼ ଅଳିଆ ଗଦାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହାର ସମାଧାନ ପାଇଁ ସାଂଜାସରୁ ଉନ୍ନୟନ ଟ୍ରଷ୍ଟର ଅଧ୍ୟକ୍ଷା ତଥା ବାଲିଗୁଡା ଉପଜିଲାପାଳ ପ୍ରଣୀତା ଦାସଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ଦାରିଙ୍ଗବାଡିକୁ ପ୍ରତିଗୁରୁବାର ସଫେଇ କାର୍ଯ୍ୟ କରାଯାଉଛି । ଏହି କାର୍ଯ୍ୟରେ ଦାରିଙ୍ଗବାଡିର ବିଭିନ୍ନ ସଂଗଠନ ସାମିଲ ହୋଇ ପ୍ରଶାସନକୁ ସହଯୋଗ କରୁଛନ୍ତି । ଏହି କ୍ରମରେ ଗୁରୁବାର ଦାରିଙ୍ଗବାଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ସମେତ ପ୍ରକୃତି ତଥା ପ୍ରଜାପତି ଉଦ୍ୟାନ, ହିଲଭିୟୁ ପାର୍କ ପରିସରକୁ ସଫେଇ କରାଯାଇଥିଲା। ଏହି ସଫେଇ କାର୍ଯ୍ୟରେ ଦାରିଙ୍ଗବାଡି ଜନସାଧାରଣ ଓ ବିଭିନ୍ନ ସଂଗଠନ ସାମିଲ ହୋଇଥିବା ବେଳେ ଏହି କାର୍ଯ୍ୟପ୍ରତି ଯୁବପିଢିଙ୍କୁ ମଧ୍ୟ ପ୍ରଭାବିତ କରୁଛି । ଫଳରେ ଯୁବ ଖ୍ରୀଷ୍ଟିୟାନ ସଂଘର ଶତାଧିକ ସଦସ୍ୟ, କର୍ମକର୍ତ୍ତା ଏହି ସଫେଇରେ ସାମିଲ ହୋଇଛନ୍ତି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଶିକ୍ଷକଙ୍କ କ୍ୱାର୍ଟରରେ ପଶିଗଲା ନାଗ ସାପ, ସ୍ନେକ୍ ହେଲ୍‌ପଲାଇନ୍ ନ ଥାଇ ମଧ୍ୟ…

ବ୍ରାହ୍ମଣୀଗାଁ, ୨୮।୭(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଶିକ୍ଷକ କ୍ୱାର୍ଟରରୁ ଏକ ନାଗସାପ ଉଦ୍ଧାର କରାଯାଇଛି।…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri