Posted inଜାତୀୟ

ଟୁରିଷ୍ଟ ବସ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୫ ଜୀବନ

ଅମ୍ବାଲା,୨୭।୧୨: ହରିୟାଣାର ଅମ୍ବାଲା-ଦିଲ୍ଲୀ ରାଜପଥରେ ଥିବା ହେଲିଙ୍ଗ ଟଚ ହସ୍ପିଟାଲ ନିକଟରେ ସୋମବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୩ ଟା ବେଳେ କାଟ୍ରା ଠାରୁ ଦିଲ୍ଲୀ ଯାଉଥିବା ତିନୋଟି ଟୁରିଷ୍ଟ ବସ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଆଠ ଜଣ ଆହତ ହୋଇଥିବା ଜଣାଯାଇଛି। ଦୁର୍ଘଟଣାର ସୂଚନା ପାଇବା ମାତ୍ରେ ରାଜପଥରେ ପାଟ୍ରୋଲିଂ କରୁଥିବା ଡାଏଲ ୧୧୨ର କାର ଘଟଣାସ୍ଥଳରେ ପହଞ୍ଚିଥିଲା ଏବଂ ବହୁ ଚେଷ୍ଟା ପରେ ବସ୍‌ରେ ଫସି ରହିଥିବା ଯାତ୍ରୀମାନଙ୍କୁ ଟାଣି ହୋଇ ହେଲିଙ୍ଗ ଟଚ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରୋନାର ଭୟଙ୍କର ଚିତ୍ର: ଆକ୍ରାନ୍ତଙ୍କ ମୃତ୍ୟୁ ହେବା ଯୋଗୁ ଆମ୍ବୁଲାନ୍ସ ଛାଡ଼ି ପଳାଇଲେ ସ୍ବାସ୍ଥ୍ୟକର୍ମୀ

ପାଟଣା,୨।୮: ମହାମାରୀ କରୋନା ଭୟରେ ଲୋକଙ୍କ ମଧ୍ୟରୁ ମାନବିକତା ହଜିବାକୁ ବସିଲାଣି। ବିହାରର ସୁପୌଲରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ କରୋନା ସଂକ୍ରମିତଙ୍କ...

ଭିକି-କଟ୍ରିନାଙ୍କ ବିବାହର ସୁରକ୍ଷା ଦାୟିତ୍ୱରେ ସଲମାନଙ୍କ ବଡିଗାର୍ଡ

ମୁମ୍ବାଇ,୬।୧୨: ଚଳିତ ସପ୍ତାହରେ ରାଜସ୍ଥାନରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି କଟ୍ରିନା କୈଫ ଓ ଭିକି କୌଶଲ। ଏହି ସିକ୍ରେଟ ବିବାହକୁ ସୁରକ୍ଷା ଯୋଗାଉଛନ୍ତି...

ବେଜିଂକୁ ଦୋଷଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୧୨।୩: ଅରୁଣାଚଳ ପ୍ରଦେଶ, କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖ ଭାରତର ଅବିଚ୍ଛେଦ୍ୟ ଅଙ୍ଗ ବୋଲି ବହୁବାର ସ୍ପଷ୍ଟ ଭାବେ ଚାଇନାକୁ ବୁଝାଯାଇଛି। ତଥାପି...

ହେଲ୍‌ମେଟ୍‌ ନ ପିନ୍ଧିଲେ ଷ୍ଟାର୍ଟ ହେବନି ଗାଡ଼ି

ନୂଆଦିଲ୍ଲୀ,୧୩।୮: ଦୁଇ ଚକିଆ ଯାନ ଚଳାଇବା ସମୟରେ ହେଲମେଟ ନ ପିନ୍ଧି ଅଧିକାଂଶ ଲୋକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାନ୍ତି। ୨୦୧୫ରୁ ୨୦୧୬ ମଧ୍ୟରେ ୪୫,୫୦୦...

ରାଷ୍ଟ୍ରପତି ଭବନରେ ଟ୍ରମ୍ପଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପଙ୍କର ଭାରତ ଗସ୍ତର ଦ୍ୱିତୀୟ ଦିନରେ ଅର୍ଥାତ୍‌ ମଙ୍ଗଳବାର ସକାଳେ ରାଷ୍ଟ୍ରପତି...

୩ ଜଣ ଯାତ୍ରୀଙ୍କୁ ନେଇ ୧୫ ଶହ ୮୧ କିମି ଯାତ୍ରା କଲା ଟ୍ରେନ୍‌

ଫିରୋଜପୁର,୨୦।୧୦: ପାର୍ବଣ ଋତୁରେ ଯାତ୍ରୀଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ବିଭିନ୍ନ ସ୍ପେଶାଲ ଟ୍ରେନ୍‌ ଯାତ୍ରା କରିଥାଏ। ଚଳିତ ପାର୍ବଣ ଋତୁରେ ପଞ୍ଜାବର ଫିରୋଜପୁରରୁ...

ତୃତୀୟ ଲହରକୁ ନେଇ ଏମ୍ସ୍‌ର ଚେତାବନୀ, ସ୍ବାସ୍ଥ୍ୟସେବାକୁ ସୁଦୃଢ଼ କରିବା ଜରୁରୀ…

ନୂଆଦିଲ୍ଲୀ,୨୮।୬: ଭାରତରେ ତୃତୀୟ ଲହର ଆଶଙ୍କା ନେଇ ଏମ୍ସ୍‌ ପକ୍ଷରୁ ଚେତାବନୀ ଦିଆଯାଇଛି। ଏମ୍ସ୍‌ ନିର୍ଦ୍ଦେଶକ ରଣଦୀପ୍‌ ଗୁଲେରିଆ ଦେଶରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଏବଂ...

‘ ଭାଜପା ପାଇଁ ଭୋଟ ନାହିଁ ’ ପୋଷ୍ଟର

କୋଲକାତା,୧୬।୩ : ଭାଜପା-ତୃଣମୂଳ କଂଗ୍ରେସ ମଧ୍ୟରେ ପଶ୍ଚିମବଙ୍ଗ ହାତେଇବା ପାଇଁ ଚାଲିଥିବା ଯୁଦ୍ଧ ଏବେ ପହଞ୍ଚିଛି କୋଲକାତାର ଆଇକ୍‌ନିକ କଫି ହାଉସରେ। କଲେଜ ଷ୍ଟ୍ରିଟ୍‌ରେ ଥିବା...

Advertisement
Archives

Model This Week