କଳିଙ୍ଗା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍‌: ୬ ମୃତ, ୨୮ ଆହତ

ଫୁଲବାଣୀ ଅଫିସ,୨୫।୫: କନ୍ଧମାଳ ଜିଲା କଳିଙ୍ଗା ଘାଟି ଦୁର୍ଗାପ୍ରସାଦ ସୀମାନ୍ତରେ ବୁଧବାର ପଶ୍ଚିମବଙ୍ଗର ଏକ ଟୁରିଷ୍ଟ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ ଓଲଟି ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡିଛି। ବସ୍‌ରୁ ସମସ୍ତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ, ବସ୍‌ଟି ଦାରିଙ୍ଗବାଡିରୁ ବିଶାଖାପାଟଣା ଅଭିମୁଖେ ଯାଉଥିଲା ବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଦୁର୍ଗାପ୍ରସାଦ ଅଞ୍ଚଳର ଯୁବକ ସଂଘ ସେଠାରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ। ଖବରପାଇ ଦମକଳ ଓ ଆମ୍ବୁଲାନ୍ସ କର୍ମଚାରୀ ପହଞ୍ଚି ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ । ତେବେ ଏବେ ସୁଦ୍ଧା ମୃତକଙ୍କ ପରିଚୟ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri