ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଖବରପାଇ ଅଗ୍ନିଶମ ବିଭାଗ ପହଞ୍ଚି ବାଘମୁଣ୍ଡା କୂଳରୁ ମତଦେହ ଉଦ୍ଧାର କରିଛି । ବାଘମୁଣ୍ଡା କୂଳରୁ ମୃତଦେହ ଉଦ୍ଧାର ହୋଇଛି ।


