ପୁରୀ ଅଫିସ,୩।୧: ହୋଟେଲ ଛାତରୁ ପଡି ପର୍ଯ୍ୟଟକଙ୍କ ମୃତ୍ୟୁ ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ନୀଳାଚଳ ହୋଟେଲ ତିନି ମହଲା ଛାତରେ। ପର୍ଯ୍ୟଟକ ଜଣଙ୍କ ମଙ୍ଗଳବାର ସକାଳ ସମୟରେ ହୋଟେଲ ଛାତ ଉପରେ ବୁଲୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି।
ସୂଚନାନୁଯାୟୀ, ମୃତ ପର୍ଯ୍ୟଟକ ହେଉଛନ୍ତି ଛତିଶଗଡ଼ର ଅଶୋକ ଅଗ୍ରୱାଲ। ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ପରେ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ତେବେ ପର୍ଯ୍ୟଟକଙ୍କର କେଉଁ ପରିସ୍ଥିରେ ମୃତ୍ୟୁ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ
ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…
ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ
ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…
ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ
ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…
ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ
ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…
ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..
ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି): ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…
ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼
ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…
ପାଇପ୍ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି
କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…
ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର
ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…
Archives

