ପେରୁରେ ହିଂସା ମଧ୍ୟରେ ସରକାରଙ୍କ ବଡ ପଦକ୍ଷେପ, ଐତିହାସିକ ସ୍ଥଳ ମାଚୁ ପିଚ୍ଚୁରେ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ଲାଗିଲା ପ୍ରତିବନ୍ଧକ

ଲିମା, ୨୨ ।୧: ପେରୁର ସବୁଠାରୁ ବଡ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ଗୋଟିଏ ମାଚୁ ପିଚ୍ଚୁରେ ହିଂସା ମଧ୍ୟରେ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଯାଇଛି । ସଂସ୍କୃତି ନିର୍ଦ୍ଦେଶାଳୟ ଓ ମାଚୁ ପଚ୍ଚୁ ଐତିହାସିକ ଅଭୟାରଣ୍ୟ ନିର୍ଦ୍ଦେଶାଳୟ ଶନିବାର ଏହି ସୂଚନା ଦେଇଛନ୍ତି । ଅଧିକାରୀମାନେ କହିଛନ୍ତି, ଯେଉଁ ପର୍ଯ୍ୟଟକଙ୍କ ନିକଟରେ ୨୧ ଜାନୁୟାରୀ ଅବା ଏହା ପରର ଟିକେଟ ରହିଛି, ସେମାନେ ବିରୋଧ ପ୍ରଦର୍ଶନ ଶେଷ ହେବାର ୧ ମାସ ପରେ ରିଫଣ୍ଡ ଦାବି କରିପାରିବେ । ମାଚୁ ପିଚ୍ଚୁରେ ଲାଗି ରହିଥିବା ହିଂସା ଯୋଗୁ ଏଭଳି ପଦକ୍ଷେପ ନେଇଛନ୍ତି ସରକାର ।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?