ଲହଡି ମାଡ଼ରେ ଗଭୀର ସମୁଦ୍ରକୁ ଚାଲିଗଲେ ପର୍ଯ୍ୟଟକ, ଆଉ ତା’ପରେ..

ପୁରୀ,୨୫।୬: ପୁରୀ ସେକ୍ଟର ୯ ବେଳାଭୂମି ଅର୍ଥାତ ଚୈତନ୍ୟ ଛକ ସମ୍ମୁଖରେ ଏକ ଅଘଟଣ ସାମ୍ନାକୁ ଆସିଛି। ସମୁଦ୍ରର ଲହଡି ମାଡ଼ରେ ଜଣେ ପର୍ଯ୍ୟଟକ ଗଭୀର ସମୁଦ୍ର ଭିତରକୁ ଚାଲିଯାଇଥିଲେ ବୁଡ଼ି ଯାଉଥିଲେ।

ସେତିକିବେଳେ ଲାଇଫ ଗାର୍ଡ ଜଣକ ନିଜ ଜୀବନକୁ ବାଜି ଲଗାଇ ଗଭୀର ସମୁଦ୍ର ଭିତରକୁ ଯାଇ ପର୍ଯ୍ୟଟକକୁ ସୁରକ୍ଷିତ ଉଦ୍ଧାର କରି କୂଳକୁ ଆଣିଥିଲେ। ହେଲେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ପୁରୀ ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ପର୍ଯ୍ୟଟକ ଜଣକ ପଶ୍ଚିମବଙ୍ଗ ରାଜ୍ୟର ବୋଲି ସୂଚନା ମିଳିଛି। ଚିକିତ୍ସା ପରେ ପର୍ଯ୍ୟଟକ ଜଣକ ସୁସ୍ଥ ଥିବା ଖବର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ…

ବାରମ୍ବାର ଅଭିଯୋଗ ସତ୍ତ୍ବେ କାର୍ଯ୍ୟକ୍ଷମ ହେଉନି ନୂଆ ସବଷ୍ଟେସନ, ନିରବ ଜିଲା ପ୍ରଶାସନ

ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ସିମନବାଡି ଫିଡ଼ରରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଦେଖାଯାଉଛି । ଏହାର ସମାଧାନ ପାଇଁ ରାଜ୍ୟ ସରକାର ସିମନବାଡି ଫିଡ଼ର…

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

ସରକାରଙ୍କ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ କୃଷି ବିଭାଗର ତତ୍ପରତା, ତାଲିମ…

ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଇବା ଓ ସଠିକ ଭାବେ କୃଷକଙ୍କ ନାମ ପଞ୍ଜିକୃତ କରାଇବାରେ କନ୍ଧମାଳ ଜିଲା ଦାରିଙ୍ଗବାଡି କୃଷି ବିଭାଗ ବଡ଼…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ…

ସରକାରଙ୍କ ବଡ଼ ପଦକ୍ଷେପ, ବିବାହ କାର୍ଡରେ ବର-କନ୍ୟାଙ୍କ ଜନ୍ମ ତାରିଖ ଅନ୍ତର୍ଭୁକ୍ତ କରିବା ବାଧ୍ୟତାମୂଳକ

ମୁମ୍ବାଇ,୨୫।୬: ବାଲ୍ୟବିବାହର ସାମାଜିକ କୁପ୍ରଥାକୁ ସମ୍ପୂର୍ଣ୍ଣ ଭାବରେ ଦୂର କରିବା ପାଇଁ ମହାରାଷ୍ଟ୍ରରେ ଏକ ଅନନ୍ୟ ଏବଂ କଠୋର ନିୟମ ଲାଗୁ ହେବାକୁ ଯାଉଛି। ରାଜ୍ୟ ସରକାର…

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri