ମ୍ୟୁଜିକାଲ ଫାଉଣ୍ଟେନରେ ବଲିଉଡ୍‌ ଗୀତର ତାଳେ ତାଳେ ଝୁମିଲେ ପର୍ଯ୍ୟଟକ, ମଜା ନେଇ କହିଲେ…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଏବେ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ହଜାର ହଜାର ସଂଖ୍ୟାରେ ଆସିଥିବା ପର୍ଯ୍ୟଟକ ଦାରିଙ୍ଗବାଡ଼ି ହିଲଭିୟୁ ପାର୍କ ବୁଲିବା ସହ ପାର୍କ ପରିସର ମଧ୍ୟରେ ରହିଥିବା ମ୍ୟୁଜିକାଲ ଫାଉଣ୍ଟେନ୍‌ରେ ଶବ୍ଦ କରୁଥିବା ବିଭିନ୍ନ ସମ୍ବଲପୁରୀ ଓ ବଲିଉଡ୍‌ ଫିଲ୍ମ ସଙ୍ଗୀତରେ ପର୍ଯ୍ୟଟକ ମଜା ନେଇଛନ୍ତି। ରଙ୍ଗବେରଙ୍ଗ ଆଲୋକରେ ସୁସଜ୍ଜିତ ହିଲଭିୟୁ ପାର୍କ ସନ୍ଧ୍ୟା ହେଲେ ଝଲସି ଉଠୁଛି। ଆଉ ଏହି ମ୍ୟୁଜିକ୍‌ରେ ପର୍ଯ୍ୟଟକଙ୍କୁ ନାଚିବାକୁ ବାଧ୍ୟ କରୁଛି। ପୂର୍ବରୁ ପର୍ଯ୍ୟଟକ ଉକ୍ତ ପାର୍କ ଭିତରେ ସମୟ ବିତାଉଥିଲେ। ଏବେ ମ୍ୟୁଜିକାଲ ଫାଉଣ୍ଟେନ୍‌ ସ୍ଥାପନ କରାଯିବା ପରେ ପର୍ଯ୍ୟଟକ ଆହୁରି ଅଧିକ ସମୟ ବିତାଉଛନ୍ତି।

ସେହିପରି ଶିଶୁ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ଖେଳକୁଦ ବ୍ୟବସ୍ଥା ସହ ଟୟ ଟ୍ରେନ୍‌ ରହିଥିବାରୁ ଶିଶୁ ପର୍ଯ୍ୟଟକ ବହୁତ ମଜା ଉଠାଉଛନ୍ତି ବୋଲି ବିଡିଓ ପ୍ରୀତିରଞ୍ଜନ ରଥ କହିଛନ୍ତି। ପୂର୍ବ ଅପେକ୍ଷା ଏବେ ହିଲଭିୟୁ ପାର୍କ ପର୍ଯ୍ୟଟକଙ୍କ ମୁଖ୍ୟ ଆକର୍ଷଣ ପାଲଟିଥିବା ବିଡିଓ କହିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ

ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri