ନନ୍ଦନକାନନରେ ପର୍ଯ୍ୟଟକ କମିଲେ

ବାରଙ୍ଗ,୧ା୨(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ କେବଳ ରବିବାରରେ ପର୍ଯ୍ୟଟକମାନଙ୍କ ସଂଖ୍ୟା ବଢୁଥିବାର ଲକ୍ଷ୍ୟ କରାଯାଉଥିବାବେଳେ ଏହି ରବିବାର ପର୍ଯ୍ୟଟକ ସଂଖ୍ୟା କମିଯାଇଛି। ଗତ ୨୪ତାରିଖ ରବିବାରଠାରୁ ମାସ ଶେଷ ୩୧ତାରିଖ ରବିବାରରେ ନନ୍ଦନକାନନରେ ପର୍ଯ୍ୟଟକ ମାନଙ୍କ ସଂଖ୍ୟା ତୁଳନାତ୍ମକ ଭାବେ କମିଥିବାବେଳେ ବଟାନିକାଲ ଗାର୍ଡେନରେ ପର୍ଯ୍ୟଟକ ସଂଖ୍ୟା ବଢିଛି। ରବିବାର ନନ୍ଦନକାନନକୁ ୧୩ହଜାର ୫୩୧ ଜଣ ପର୍ଯ୍ୟଟକ ବୁଲିବାକୁ ଆସିଥିବାବେଳେ ସେମାନଙ୍କ ମଧ୍ୟରୁ ୨୬୬ଜଣ ଅନଲାଇନରେ ପ୍ରବେଶ ଟିକେଟ କାଟିଥିଲେ। ସେହିଭଳ ଭାବେ ବଟାନିକାଲ ଗାର୍ଡେନକୁ ରବିବାର ୩୨୦୧ଜଣ ପର୍ଯ୍ୟଟକ ବୁଲିବାକୁ ଆସିଥିବାର ନନ୍ଦନକାନନ ଉପ ନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି। ତେବେ ନନ୍ଦନକାନନକୁ ଗତ ରବିବାର ଠାରୁ ୧୩୭୬ଜଣ ପର୍ଯ୍ୟଟକ କମ ଆସିଥିବାବେଳେ ବଟାନିକାଲ ଗାର୍ଡେନକୁ ୫୦ଜଣ ପର୍ଯ୍ୟଟକ ଅଧିକ ଆସିଛନ୍ତି। ତେବେ ୨୪ତାରିଖ ରବିବାରରେ ନନ୍ଦନକାନନକୁ ୧୪ହଜାରେ ୯୦୭ଜଣ ପର୍ଯ୍ୟଟକ ଆସିଥିବାବେଳେ ବଟାନିକାଲ ଗାର୍ଡେନକୁ ୩୧୫୧ଜଣ ପର୍ଯ୍ୟଟକ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?