ଏସି ସଫାରିର ମଜା ନେବେ ପର୍ଯ୍ୟଟକ

ବାରଙ୍ଗ,୧୫।୧୦(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ସଫାରିକୁ ଟେଣ୍ଡରରେ ନେଇଥିବା ଠିକାଦାର ଶୁକ୍ରବାର ଏକ ଏସି ବସ୍‌ ଆଣି ପ୍ରଚଳନ କରିଛି। ପ୍ରଥମ କରି ସଫାରି ବୁଲିବାକୁ ଯାଉଥିବା ପର୍ଯ୍ୟଟକମାନେ ଏବେ ଏସି ବସ୍‌ରେ ବୁଲିବାର ମଜାନେଇପାରିବେ। ତେବେ ସାଧାରଣ ବସ୍‌ରେ ଯାତ୍ରା କଲେ ମୁଣ୍ଡପିଛା ୬୦ଟଙ୍କା ଦେବାକୁ ପଡୁଥିବାବେଳେ ଏସି ବସ୍‌ରେ ୯୦ଟଙ୍କା ଦେବାକୁ ପଡୁଛି। ତେବେ ଏହି ଠିକାଦାର ସଫାରି ନେବାପରଠାରୁ ନନ୍ଦନକାନନକୁ ବହୁ ବିବାଦ ସାମ୍ନା ହେବାକୁ ପଡିଛି। ପର୍ଯ୍ୟଟକମାନଙ୍କୁ ମାଡ ମାରିବା ଭଳି ବିବାଦରେ ନନ୍ଦନକାନନକୁ ଛନ୍ଦି ହେବାକୁ ପଡିଛି। ପ୍ରାୟ ସମୟରେ ନନ୍ଦନକାନନ କାର୍ଯ୍ୟାଳୟକୁ ପର୍ଯ୍ୟଟକମାନେ ଆସି ସଫାରି ବୁଲିବାରେ ଦେଖାଦେଇଥିବା ଅବ୍ୟବସ୍ଥା ଉପରେ ଅଭିଯୋଗମାନ କରିଯାଉଥିବାର ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ଆଜିଠୁ ୫ ଦିନ ଯାଏ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର,୧୮।୩: ବୌଦ୍ଧରେ ଆଜିଠୁ ୨୨ତାରିଖ ଯାଏ ସ୍କୁଲ, କଲେଜ ଛୁଟି ଘୋଷଣା। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି।…

ଏସ୍‌ସିବି ରୋଗୀଙ୍କ ଖାଦ୍ୟରୁ ବାହାରିଲା ବେଙ୍ଗ: ଭିଡିଓ ଭାଇରାଲ ପରେ ଚର୍ଚ୍ଚା ବଢ଼ିଲା

କଟକ,୧୮।୪(ଶିଳ୍ପା ପ୍ରିୟଦର୍ଶିନୀ):ଡାକ୍ତରଖାନାରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟରୁ ବେଙ୍ଗ ବାହାରିବା ଘଟଣା ଏବେ ସାମ୍ନାକୁ ଆସିଛି। ତେବେ ଏହି ଖାଦ୍ୟ ଏସ୍‌ସିବି ମେଡିକାଲ ପରିସରରେ ଥିବା ଏକ କ୍ୟାଣ୍ଟିନର…

ନବଗଠିତ ଲୋଇସିଂହା ଏନଏସିରେ ଟେଣ୍ଡର ଫିକ୍ସିଂ ଅଭିଯୋଗ: ଲୁଚାଛପାରେ….

ଲୋଇସିଂହା,୧୮।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲାର ନବଗଠିତ ଲୋଇସିଂହା ଏନଏସିରେ ସଫେଇ କାମ ଓ ଉପକରଣ ଯୋଗାଣରେ ଟେଣ୍ଡର ଫିକ୍ସିଂ ହୋଇଥିବା ଅଭିଯୋଗ ହେଉଛି। ଗତ ଫେବୃୟାରୀ ୨୫ ତାରିଖରେ…

ଚାଷୀଙ୍କୁ ମିଳିନି ବୀମା କ୍ଷତିପୂରଣ: ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଏଠାରେ ଧାନବିକ୍ରି ସମସ୍ୟା ସାଧାରଣରେ ପରିଣତ ହୋଇଥିବାବେଳେ ଅଦିନିଆଁ ବର୍ଷା, କରାମାଡ଼, ରୋଗପୋକ ଉପଦ୍ରବରୁ ଫସଲକ୍ଷତି ଚାଷୀଙ୍କ…

ଯୁଦ୍ଧରେ ବ୍ୟସ୍ତ ଅଛନ୍ତି ଟ୍ରମ୍ପ, ଏପଟେ ଭିତିରିଆ ଖେଳ କରିଦେଲେ ଭାରତ-ଚାଇନା, ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୮।୪: ଆମେରିକା ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନ ସହିତ ଜଡିତ ଥିବାବେଳେ, ଅନ୍ୟପକ୍ଷରେ, ଭାରତ ଏବଂ ଚାଇନା କୂଟନୈତିକ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ…

ବେଲୁ ନାହିଁ, ବେଲେଇ ହଉଛନ୍ତି: ବିଜୁବାବୁଙ୍କ ମଥାରେ କଳଙ୍କର ଟିକା ଲଗାଇଥିବା ପରିବାର ଏବେ…

ଭୁବନେଶ୍ୱର,୧୮ା୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ନେଇ କିଛିଦିନ ହେବ ରାଜ୍ୟ ରାଜନୀତିରେ ଅନେକ ବିତର୍କ ଚାଲିଛି। କିଏ ବିଜୁଙ୍କୁ ସିଆଇଏ ଏଜେଣ୍ଟ କହିଲାଣି ତ, ଆଉ…

ଓଡ଼ିଶା ପାଇଁ ଗର୍ବ: ଓଡ଼ିଆ ସିନେମା ‘ବୋଉ ବୁଟୁ ଭୂତ’କୁ ଜାତୀୟ ଚଳଚ୍ଚିତ୍ର ସମ୍ମାନ

ଭୁବନେଶ୍ୱର,୧୮ା୪(ବନ୍ଦନା ସେଠୀ):ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗର୍ବ ଆଣି ଦେଇଛି ଓଡ଼ିଆ ଚଳଚ୍ଚିତ୍ର ‘ବୋଉ ବୁଟୁ ଭୂତ’। ମୁମ୍ବାଇରେ ଆୟୋଜିତ ଇନ୍‌କା (ଆଇଏନ୍‌ସିଏ) ଆୱାଡର୍‌ସ ଉତ୍ସବରେ ଏହାକୁ…

ମୋଦିଙ୍କୁ ‘ଯାଦୁକର’ କହିଲେ ରାହୁଲ: ରାଜନୀତିରେ ହଇଚଇ

ନୂଆଦିଲ୍ଲୀ,୧୮ା୪: ଯାଦୁକରଙ୍କ ଟ୍ରିକ୍‌ (କୌଶଳ) ଆଉ ପୂର୍ବଭଳି କାମ କରୁନାହିଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି। ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri