Posted inଫୁରସତ

ମିଳିଲା ହଜିଥିବା ଖେଳନା, ଖୁସିରେ ଏମିତି ପ୍ରତିକ୍ରିୟା ଦେଲେ ଅନାଥ ଶିଶୁକନ୍ୟା

ସାଧାରଣତଃ ଶିଶୁଙ୍କୁ ଖେଳନା ବହୁତ ପସନ୍ଦ। ଇଥିଓପିଆର ଅନାଥାଶ୍ରମରେ ରହୁଥିବା ଜଣେ ଶିଶୁକନ୍ୟାର ଏକ ଖେଳନା ବର୍ଷକ ତଳେ ହଜି ଯାଇଥିଲା। ଏବେ ଏହି ଖେଳନାଟି ଶିଶୁକନ୍ୟାକୁ ମିଳି ଯାଇଥିବାରୁ ତା’ର ଖୁସି କହିଲେ ନ ସରେ। ପିଲାଟିର ପ୍ରତିକ୍ରିୟା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହା ଲୋକଙ୍କୁ ଖୁବ୍‌ ପସନ୍ଦ ଆସିଛି।

ଗତବର୍ଷ ଗ୍ଲୋସିୟର ନ୍ୟାଶନାଲ ପାର୍କରେ ଏହି ଶିଶୁକନ୍ୟାଟି ତା’ର ଟେଡି ବିୟରକୁ ହଜାଇ ଦେଇଥିଲା। ଯେତେ ଖୋଜିବା ପରେ ମଧ୍ୟ ପାଇ ନ ଥିଲା। ପିଲାଟି ଭାବିଥିତ୍ଲା ତା’ ମନପସନ୍ଦର ଏହି ଖେଳନା ବୋଧେ ତାକୁ ଆଉ ମିଳିବ ନାହିଁ। ଏବେ ପାର୍କର ରେଞ୍ଜର ଏହି ଖେଳନାଟିକୁ ପାଇଛନ୍ତି। ସୋସିଆଲ ମିଡିଆରେ ଦେବା ପରେ ଅନାଥାଶ୍ରମର କର୍ମଚାରୀ ଶିଶୁକୁ ସାଙ୍ଗରେ ନେଇ ପାର୍କରେ ପହଞ୍ଚି ଖେଳନାଟିକୁ ଆଣିଛନ୍ତି। ଏହା ପରେ ପିଲାଟି ଖୁସିରେ ଆତ୍ମହରା ହୋଇଉଠିଛି। ତା’ ମୁହଁରେ ହସ ଦେଖି ସମସ୍ତେ ଖୁସି ହୋଇଛନ୍ତି।

ପାର୍କ ପକ୍ଷରୁ ଶେୟାର କରାଯାଇଥିବା ଏହି ଟେଡି ବିୟରର ଫଟୋକୁ ବର୍ତ୍ତମାନ ସୁଦ୍ଧା ୧୨ ହଜାର ଲାଇକ୍‌ ମିଳିଥିବା ବେଳେ ୟୁଜରମାନେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଇଛନ୍ତି। ଜଣେ ୟୁଜର କହିଛନ୍ତି, ହୃଦୟକୁ ଛୁଇଁଗଲା କାହାଣୀଟି। କିଛି ଲୋକ ଏହି ଘଟଣାକୁ ନିଜ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର ବି କରୁଥିବା ଦେଖିବାକୁ ମିଳିଛି


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri