ଟିପିସିଓଡିଏଲ୍‌ର ନୈତିକତା ସପ୍ତାହ

ଭୁବନେଶ୍ୱର,୮।୩:ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌(ଟିପିସିଓଡିଏଲ୍‌)ର ନୈତିକତା ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ଏପରିକି ଭୁବନେଶ୍ୱର ସ୍ଥିତ ମ୍ୟାନେଜମେଣ୍ଟ ଡେଭେଲପ୍‌ମେଣ୍ଟ ସେଣ୍ଟର ଓ ଟିପିସିଓଡିଏଲ୍‌ର ସମସ୍ତ ସର୍କଲ, ଡିଭିଜନ ଓ ତତ୍‌ସଂକ୍ରାନ୍ତୀୟ କାର୍ଯ୍ୟାଳୟଗୁଡ଼ିକରେ ମଧ୍ୟ ଏହି ସପ୍ତାହ ପାଳନ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଟାଟା ଗ୍ରୁପ୍‌ର ପ୍ରତିଷ୍ଠାତା ଜେ.ଏନ୍‌ .ଟାଟାଙ୍କ ପରମ୍ପରାକୁ ସମ୍ମାନ ଜଣାଇ ୨୦୨୪ ଫେବୃଆରୀ ୨୬ରୁ ମାର୍ଚ୍ଚ ୩ ପର୍ଯ୍ୟନ୍ତ ନୈତିକତା ସପ୍ତାହ ପାଳନ କରାଯାଇଛି। ଏପରିକି ଜାମସେଦଜୀ ନସେରୱାନଜୀ ଟାଟାଙ୍କ ୧୮୫ତମ ଜୟନ୍ତୀରେ ଏହି ସ୍ବତନ୍ତ୍ର ସମାରୋହର ଶୁଭାରମ୍ଭ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଟିପିସିଓଡିଏଲ୍‌ର ସିଇଓ ଟାଟାଙ୍କ ପ୍ରତିମୂର୍ତ୍ତିରେ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିବା ବେଳେ ବରିଷ୍ଠ ନେତୃତ୍ୱ ଟିମ୍‌, କର୍ମଚାରୀ ଓ କର୍ମଚାରୀ ୱାର୍ଡମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ

ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri