ଶକ୍ତି ସଂରକ୍ଷଣରେ ଟିପିସିଓଡିଏଲ୍‌ ସମ୍ବର୍ଦ୍ଧିତ

ଭୁବନେଶ୍ୱର,୫।୧ (ଅଭୟ ଦାଶ):ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)କୁ ନିକଟରେ ଆଉ ଏକ ସମ୍ମାନ ଓ ୪-ତାରକା ମାନ୍ୟତା ମିଳିଛି। ଏପରିକି ଶକ୍ତି ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଟିପିସିଓଡିଲ୍‌କୁ ସମ୍ବର୍ଦ୍ଧିତ ସହ ଶକ୍ତି ସଂରକ୍ଷଣ ପୁରସ୍କାର ବା ଏନକନ-୨୦୨୪ ସମ୍ମାନରେ ସମ୍ମାନିତ କରାଯାଇଛି।
ଉଲ୍ଲେଖଯୋଗ୍ୟ, କୋଲକାତାଠାରେ ଆୟୋଜିତ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ଶକ୍ତି ସମ୍ମିଳନୀ-୨୦୨୪ (ଏନର୍ଜି କନ୍‌କ୍ଲେଭ-୨୦୨୪)ରେ ଟିପିସିଓଡିଏଲ୍‌କୁ ଶକ୍ତି ସଂରକ୍ଷଣ ପୁରସ୍କାର ଓ ୪-ତାରକା ମାନ୍ୟତା ପ୍ରଦାନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଆୟୋଜିତ ସମ୍ମାନ ସମାରୋହ ଉତ୍ସରେ ଯୋଗ ଦେଇ ଟିପିସିଓଡିଏଲ୍‌ର ପ୍ରତିନିଧି ଅତିଥିଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ।
ଅପରପକ୍ଷରେ ଏନ୍‌କନ୍‌ ଫୋରମଗୁଡିକ ଶିଳ୍ପଗୁଡିକରେ ଶକ୍ତି ଦକ୍ଷତା ପଦକ୍ଷେପ ଏବଂ ପ୍ରକୃତି ପ୍ରତି ସକାରାତ୍ମକ ଅଭ୍ୟାସ ଆପଣାଉଥିବ ସଂସ୍ଥାକୁ ସମ୍ମାନିତ କରିଥାଏ। ଏପରିକି ଉତ୍ପାଦନ ଓ ସେବା କ୍ଷେତ୍ରରେ ଥିବା ୬୨ସଂସ୍ଥା ଏଥିରେ ଅଂଶ ଗ୍ରହଣ କରିଥିଲେ। ଆଇଟିସି ଲିମିଟେଡ୍‌, ଆଦିତ୍ୟ ବିର୍ଲା ଗ୍ରୁପ୍‌, ଆଇଏଫ୍‌ଏଫ୍‌ସିଓ, ଏକ୍ସାଇଡ୍‌ ଇଣ୍ଡଷ୍ଟ୍ରିଜ୍‌, ଜିନ୍ଦଲ ଷ୍ଟିଲ୍ସ, ନାଲ୍‌କୋ, ରାମ୍କୋ ସିମେଣ୍ଟ, ଟାଟା ଷ୍ଟିଲ୍‌ ଭଳି କମ୍ପାନୀ ସହ ଟିପିସିଓଡିଏଲ୍‌ ପ୍ରତିଦ୍ୱନ୍ଦ୍ୱିତାକରି ଏହି ସମ୍ମାନ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?