ଭିଜିଲାନ୍ସ ଜାଲରେ ଟିପିଏସଓଡ଼ିଏଲ ଜିଏମ

ବ୍ରହ୍ମପୁର ଅଫିସ, ୩୧।୧- ବ୍ରହ୍ମପୁର ଭିଜିଲାନ୍ସ ସ୍ବତନ୍ତ୍ର ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ସାଉଥକୋ ଜେନେରାଲ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ କରିଛି। ବ୍ରହ୍ମପୁର ସାଉଥକୋ ଇଲେକ୍ଟ୍ରିକାଲ ଜେନେରାଲ ମ୍ୟାନେଜର (ଜିଏମ) ପ୍ରମୋଦ କୁମାର ଚୌଧୁରୀଙ୍କ ଗଞ୍ଜାମ ଓ ପୁରୀ ସମେତ ଏକକାଳୀନ ୧୦ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଛି। ବ୍ରହ୍ମପୁର ଲୋଚାପଡା ମେନ ରୋଡ ନିକଟରେ ଥିବା ମାଆ ଭୌରବୀ ଟ୍ରେଡରରେ ଥିବା ଅଫିସ, ଟିପିଏସଓଡ଼ିଏଲ ବ୍ରହ୍ମପୁର କୋର୍ଟପେଟା ଛକ ନିକଟକେ ଥିବା ଅଫିସ ଚାମ୍ବର, ବ୍ରହ୍ମପୁର ଫାଷ୍ଟ ଲେନ ସିଦ୍ଧାର୍ଥ ନଗରରେ ଥିବା ୩ ମହଲା ଘର, ବ୍ରହ୍ମପୁର ଅଙ୍କୁଲି ଶଶିଭୂଷଣନଗରରେ ଥିବା ଦୁଇ ମହଲା ଘର, ଗଞ୍ଜାମ ଗୋପାଳପୁର ହରିପୁର ଗାଁରେ ଥିବା ଦୁଇ ମହଲା ଘର, ବ୍ରହ୍ମପୁରରେ ଥିବା ଫାର୍ମ ହାଉସ, ବ୍ରହ୍ମପୁର ଟାଉନ ଲୋଚାପଡାରେ ଥିବା ଘର, ପୁରୀ ପିପିଲିରେ ଥିବା ଫ୍ଲାର୍‌ ବ୍ରହ୍ମପୁର ଅମ୍ବାପୁଆରେ ଥିବା ଦୁଇ ମହଲା ଅଟ୍ଟାଳିକା, ଫ୍ଲାଟ, ଗଞ୍ଜାମ ବାଳକୃଷ୍ଣପୁରସ୍ଥିତ ପୈତୃକ ଘର ଉପରେ ଚଢାଉ ହୋଇଛି। ଚଢାଉରେ ଜଣେ ଜଣେ ଅତିରିକ୍ତ ଏସ୍‌ପି, ୩ ଜଣ ଡିଏସ୍‌ପି, ୧୨ ଜଣ ଇନସ୍ପେକ୍ଟର, ୧୨ ଜଣ ଏସଆଇ ଏବଂ ଏଏସଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri