ଟ୍ରାକ୍ଟର-ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

କୁଆଁରମୁଣ୍ଡା,୧୨।୧୨(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅନ୍ତର୍ଗତ ବୀରମିତ୍ରପୁର-ସଲଙ୍ଗାବାହାଲ ରୋଡ୍‌ର ଝମନକେରା ବୁଲାଣି ନିକଟରେ ଶନିବାର ପୂର୍ବାହ୍ନରେ ଟ୍ରାକ୍ଟର-ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ବାଇକ୍‌ (ନଂ. ଓଡି୨୩ଜି/୦୮୦୪) ଆରୋହୀ ୨ଜଣ ଯୁବକଙ୍କ ମୁତ୍ୟୁ ଘଟିଛି । ମୃତକ ହେଲେ ଦୁହ୍ଲାପୁର ଗ୍ରାମର ସୁମେନ୍ଦ୍ର ସା(୨୯) ଓ ଭୀଷ୍ମଦେବ ରାଜଗନ୍ଧା(୨୨)। ଖବର ପାଇ ରାଏବୋଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ରାଉରକେଲା ସରକାରୀ ହସ୍ପିଟାଲକୁ ପଠାଇଛି। ଏ ନେଇ ରାଏବୋଗା ଥାନାରେ ଏକ ମାମଲା (ନଂ.୧୦୯/୨୦) ରୁଜୁ କରି ପୋଲିସ ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟର ଓ ବାଇକକୁ ଜବତ କରିଛି ା ରବିବାର ମୃତଦେହ ବ୍ୟବଚ୍ଛେଦ ହେବ ବୋଲି ପୋଲିସ କହିଛି। ସୁମେନ୍ଦ୍ର ଓ ଭୀଷ୍ମଦେବ ଏକ ବାଇକ୍‌ ଯୋଗେ ରାଏବୋଗାରୁ ଦୁହ୍ଲାପୁରକୁ ଯାଉଥିବା ବେଳେ ଝମନକେରା ବୁଲାଣି ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri