ପୋଖରୀକୁ ଖସିପଡିଲା ଟ୍ରାକ୍ଟର: ଡ୍ରାଇଭର୍‌ଙ୍କ ସହ ଘଟିଲା…

ବାହାନଗା, ୪। ୩(ଅରୂପ କୁମାର ଦାସ): ହୋଲିରେ ଅଘଟଣ। ବୁଧବାର ବାଲେଶ୍ୱର ଜିଲା ଗୋପାଳପୁର ପଞ୍ଚାୟତ ଆପିତିର ଗ୍ରାମର ଏକ ଟ୍ରାକ୍ଟର ପୋଖରୀକୁ ଖସି ପଡିବାରୁ ପଙ୍କରେ ଚାପି ହୋଇ ଡ୍ରାଇଭରର ମୃତ୍ୟୁ। ଫତେପୁର ଗ୍ରାମର ଉମା ପାତ୍ରଙ୍କ ଘର ଟ୍ରାକ୍ଟରକୁ ସେହି ଗ୍ରାମର ପଞ୍ଚାନନ ପାତ୍ର ପୁଅ ରାଧାକୃଷ୍ଣ ପାତ୍ର (୨୪) ଚଳାଉ ଥିଲେ। ଧାନ ଆଣିବା ପାଇଁ ଆପିତିରା ଗ୍ରାମକୁ ଆସୁଥିବା ବେଳେ ନୂଆ ଗଢିଆ ଆଡି ରାସ୍ତାରେ ଟ୍ରାକ୍ଟରକୁ ପଛାଉ ଥିବାବେଳେ ପୋଖରୀ ତକକୁ ଖସି ଯାଇଥିଲା। ଟ୍ରାକ୍ଟରରେ ବସିଥିବା ଅନ୍ୟ ୩ ଜଣ ଡେଇଁ ପଡିଥିବାବେଳେ ରାଧାକୃଷ୍ଣ ଟ୍ରାକ୍ଟର ତଳେ ପାଣି ଓ ପଙ୍କରେ ଚାପି ହୋଇ ରହିଯାଇଥିଲେ। ଗ୍ରାମର ଯୁବକମାନେ ଟ୍ରାକ୍ଟର ତଳୁ ରାଧାକୃଷ୍ଣକୁ ଉଦ୍ଧାର କରି ମେଡିକାଲକୁ ପଠାଇଥିଲେ। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ଖବର ପାଇ ଷଠୀ ଦମକଳ ବାହିନୀ ଓ ଗୋପାଳପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଦୁଃଖ: ମିଳିଲାନି ଟୋକନ, ଚିକିତ୍ସା ପାଇଁ କମ୍ ଦରରେ ଧାନ ବିକିଲେ ଚାଷୀ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) :  ଧାନବିକ୍ରି ପଞ୍ଜିକରଣରୁ ବାଦ୍ ପଡିଥିବା ଯୋଗୁଁ ବରଗଡ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ପାରି…

ଭାରତୀୟ ଜାହାଜକୁ ଖୋଲା ଧମକ ଦେଲା ଇରାନ, ଫେରିଯାଅ ନହେଲେ…

ନୂଆଦିଲ୍ଲୀ,୧୯।୪: ମଧ୍ୟପ୍ରାଚ୍ୟରେ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ସମ୍ପ୍ରତି, ଇରାନର ସାମରିକ ବାହିନୀ (IRGC) ଏହି ପଥ…

ସକାଳୁ ସକାଳୁ ଭାରତର ଜାହାଜ ଉପରେ ବଡ଼ ଆଟାକ୍‌, ଦେଶରେ ହାଇ ଆଲର୍ଟ!

ନୂଆଦିଲ୍ଲୀ,୧୯।୪: ଇରାନ ଦ୍ୱାରା ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବା ପାଇଁ ନବୀକରଣ କରାଯାଇଥିବା ପଦକ୍ଷେପ ମଧ୍ୟରେ, ଏକ ଭାରତୀୟ ତୈଳ ଟ୍ୟାଙ୍କର୍‌ ସଫଳତାର ସହ ଏହି ଗୁରୁତ୍ୱପୂର୍ଣ୍ଣ…

ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ବାଧ୍ୟତାମୂଳକ ନିୟମ ପ୍ରତ୍ୟାହୃତ

ନୂଆଦିଲ୍ଲୀ,୧୯ା୪: ଆପଲ୍‌, ସାମ୍‌ସଙ୍ଗ ଓ ଅନ୍ୟାନ୍ୟ ସ୍ମାର୍ଟଫୋନ୍‌ ନିର୍ମାଣକାରୀ କମ୍ପାନୀର ବିରୋଧ ପରେ ଭାରତ ସରକାର ସମସ୍ତ ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ସଂଯୋଗ କରିବା ଯୋଜନାରୁ ଓହରିଯାଇଛନ୍ତି।…

ଆମେ ନୀରବ

ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ କରିଛନ୍ତି। ଏହି ଯୁଦ୍ଧରେ ବିଶ୍ୱର ଅନ୍ୟ ଦେଶ ପରି ଭାରତ ମଧ୍ୟ ନକାରାତ୍ମକ ଭାବରେ ପ୍ରଭାବିତ ହୋଇଛି। ପ୍ରକୃତରେ ଇରାନୀୟଙ୍କୁ ଛାଡ଼ି…

ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’ ଉନ୍ମୋଚିତ

ଭୁବନେଶ୍ୱର,୧୯।୪: ଟାଇମ୍‌ପାସ୍‌ ପ୍ରକାଶନ ସଂସ୍ଥା ଦ୍ୱାରା ଭୁବନେଶ୍ୱର ବୁଦ୍ଧ ମନ୍ଦିର ଠାରେ ଆୟୋଜିତ ବହି ବିଷୁବ କାର୍ଯ୍ୟକ୍ରମରେ ସଂଗ୍ରାମ କେଶରୀ ସେନାପତିଙ୍କ ପ୍ରଥମ ଓଡ଼ିଆ ଉପନ୍ୟାସ ‘ସିଗାରେଟ’…

ସଦିଚ୍ଛା ଥିଲେ ସଫଳତା ନିଶ୍ଚୟ ମିଳେ

ଓସିରିସ୍‌ ଏଗ୍ରିଟେଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଅଧୀନ ‘ଓଡ଼ିଶା କଫି’ର ପ୍ରତିଷ୍ଠାତା ହେଉଛନ୍ତି ପ୍ରୀତି ପଲ୍ଲବୀ ପଟ୍ଟନାୟକ। କୋରାପୁଟ କଫିର ପ୍ରଚାରପ୍ରସାର କ୍ଷେତ୍ରରେ ‘ଓଡ଼ିଶା କଫି’ର ଯଥେଷ୍ଟ ଅବଦାନ…

‘ଫେମିନା ମିସ୍‌ ଇଣ୍ଡିଆ’ ମୁକୁଟ ପିନ୍ଧିଲେ ସାଧ୍‌ଭୀ ସୈଲ୍‌

ଭୁବନେଶ୍ୱର,୧୯ା୪ (ଅନୁରାଧା ମହାରଣା): ଭୁବନେଶ୍ୱରସ୍ଥିତ କିଟ୍‌ ବିଶ୍ୱବିଦ୍ୟାଳୟରେ ଶନିବାର ‘ଫେମିନା ମିସ୍‌ ଇଣ୍ଡିଆ ୨୦୨୬’ର ୬୧ତମ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାରେ ପ୍ରଥମଥର ପାଇଁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri