ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର ନିଖିଲ ଦଳାଇ(୨୬)। ନିଖିଲ ଶିଙ୍କୁଳିପଦର ନିକଟସ୍ଥ ବିଜିପୁର ଗ୍ରାମକୁ କୌଣସି କାମରେ ଯାଉଥିବା ବେଳେ ବିଜିପୁର ଛକରେ ତାଙ୍କ ବାଇକ୍‌କୁ ଟ୍ରାକ୍ଟର ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ନିଖିଲଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ଘଟାଇ ଟ୍ରାକ୍ଟରଟି ରାସ୍ତାରୁ ୧୫ ଫୁଟ ତଳକୁ ଖସି ଓଲଟି ପଡ଼ିଛି। ପରେ ଘଟଣା ସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ଖବରପାଇ ଚନ୍ଦ୍ରଗିରି ଫାଣ୍ଡି ଅଧିକାରୀ ସୁନୀଲ ସେଠୀ ପହଞ୍ଚତ୍ ବାଇକ, ଟ୍ରାକ୍ଟରକୁ ଜବତ କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri