Posted inଜାତୀୟ

ଜାନୁଆରୀ ୨୬ରେ ସାରା ଦେଶରେ ଟ୍ରାକ୍ଟର ମାର୍ଚ୍ଚ: କୃଷକ ନେତା

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କୃଷକ ସଂଘ (ବି.କେ.ୟୁ) ନେତା ରାକେଶ ଟିକାଏତ ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଜାନୁଆରୀ ୨୬ରେ ସାରା ଦେଶରେ ଟ୍ରାକ୍ଟର ମାର୍ଚ୍ଚ କରାଯିବ ବୋଲି ସେ କହିଛନ୍ତି।
ବଠିଣ୍ଡାରେ ଏକ ସମାବେଶରେ ରାକେଶ ଟିକାଏତ କହିଛନ୍ତି, ଜାନୁଆରୀ ୨୬ରେ ହରିୟାଣାର ଜିନ୍ଦରେ ଏକ ବଡ଼ ପଞ୍ଚାୟତ ହେବ ଏବଂ ଅନ୍ୟ ସ୍ଥାନରେ ଟ୍ରାକ୍ଟର ମାର୍ଚ୍ଚ ହେବ।
କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରି ସେ କହିଛନ୍ତି, ସରକାର ନିଶ୍ଚିତ ଭାବରେ ଦେଶର ଲୋକଙ୍କୁ ନିଯୁକ୍ତି ଦେଇ ନାହାଁନ୍ତି, ତେଣୁ ଏହାକୁ ଦେଖାଇବା ପାଇଁ ଅଗ୍ନିବୀର ଯୋଜନା ଆରମ୍ଭ କରିଛନ୍ତି। କେନ୍ଦ୍ର ସରକାର ଦେଶର ଲୋକଙ୍କୁ ପ୍ରତାରଣା କରୁଛନ୍ତି। ପ୍ରତ୍ୟେକ ବିଭାଗ କେନ୍ଦ୍ର ସରକାରଙ୍କ ଉପରେ ଅସନ୍ତୁଷ୍ଟ । ଦେଶର ଛୋଟ ଛୋଟ ଦୋକାନୀ ମଧ୍ୟ କେନ୍ଦ୍ର ସରକାରଙ୍କ ନୀତି ବିରୋଧରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନଝରୀ ଡ୍ୟାମରୁ ଛଡାଗଲା ପ୍ରଥମ ବନ୍ୟାଜଳ

କେନ୍ଦୁଝର,୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ କାନଝରୀ ଡ୍ୟାମ୍‌ର ଜଳସ୍ତର ବୃଦ୍ଧି ପାଇବାରୁ ଶୁକ୍ରବାର ସନ୍ଧ୍ୟା ସାଢେ ୬ଟାରେ ଗୋଟିଏ ଗେଟ୍‌ ଖୋଲାଯାଇ ଚଳିତ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

ଡାକ୍ତର ଆନ୍ଦୋଳନ: ଚିକିତ୍ସା ଅଭାବରୁ ପ୍ରସୂତିଙ୍କ ମୃତ୍ୟୁ

ଖଡ଼ିଆଳ,୪ା୭ (ସୁଜିତ କୁମାର ପ୍ରଧାନ)- ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ଠିକ୍‌ ସମୟରେ ଚିକିତ୍ସା ନ ପାଇ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ…

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟିକଲେ ବିଚାରପତି

ଝରିଗାଁ,୪ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ କୋର୍ଟ ପରିସରରେ ଶନିବାର ୭୭ତମ ବନ ମହୋତ୍ସବ ସପ୍ତାହ ଅବସରରେ ଝରିଗାଁ କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି…

ବାହାଘର ଶୋଭାଯାତ୍ରାରେ ପୋଲିସ କନେଷ୍ଟବଳଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏକ ବିବାହ ଶୋଭାଯାତ୍ରା ରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ କନଷ୍ଟେବଳ…

ବିଧାୟକଙ୍କ ନାଁରେ ଠକେଇ, ଥାନାରେ ଅଭିଯୋଗ…

ବାସୁଦେବପୁର,୪ା୭(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ତଥା ବିରୋଧି ଦଳର ଉପନେତା ଅଶୋକ କୁମାର ଦାସଙ୍କ ଫୋନ ନମ୍ବରକୁ ସାଇବର ଠକ ହ୍ୟାକ କରି…

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…

ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri