ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ

ରାଇବଣିଆ/ଜଳେଶ୍ୱର,୧୬।୬(ନବୀନ ସାହୁ/ରବି ନାରାୟଣ ପାତ୍ର):  ବାଲେଶ୍ୱର ଜିଲା ରାଇବଣିଆ ଥାନା ଭଦୁଆ ନିକଟରେ ଟ୍ରାକ୍ଟର ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଚମାରଗାଁ ପଞ୍ଚାୟତ ପୁଡ଼ତା ଗ୍ରାମର ରଡ଼ିଆ ମୁର୍ମୁଙ୍କ ପୁଅ ବୁଦ୍ଧିଆ (୩୫)।
ସୂଚନା ଅନୁଯାୟୀ, ହାତୀଗଡ଼ ପେଟ୍ରୋଲ ପମ୍ପରୁ ସେ ତେଲ ପକାଇ ଘର ଅଭିମୁଖେ ଆସୁଥିବା ବେଳେ ଭଦୁଆ କେନାଲ ନିକଟରେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ଖାଲକୁ ଖସି ପଡ଼ିଥିଲା। ଫଳରେ ଟ୍ରାକ୍ଟର ଚକ ତଳେ ସେ ଚାପି ହୋଇ ରହି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ହାତୀଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ପଠାଇ ଥିଲେ ମଧ୍ୟ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ପହଞ୍ଚତ୍ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri