Posted inଜାତୀୟ

ଟ୍ରାକ୍ଟର ରାଲି ହିଂସା: ହସ୍ତକ୍ଷେପ କରିବେନି ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୩।୨: କୃଷି ଆଇନକୁ ବିରୋଧ କରି ଜାନୁୟାରୀ ୨୬ରେ ଦିଲ୍ଲୀରେ ଚାଷୀ ସଂଗଠନଗୁଡ଼ିକର ଟ୍ରାକ୍ଟର ରାଲିରେ ଘଟିଥିବା ହିଂସାରେ ହସ୍ତକ୍ଷେପ କରିବାକୁ ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଆଇନ ନିଜ କାମ କରିବ ବୋଲି ଏହି ମାମଲାର ଶୁଣାଣି ସମୟରେ ବୁଧବାର କୋର୍ଟ ପକ୍ଷରୁ କୁହାଯାଇଛିି। ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେ କହିଛନ୍ତି ଯେ, ସରକାର ଏହି ମାମଲା ଅନୁଧ୍ୟାନ କରୁଛନ୍ତି। ସୂଚନାଯୋଗ୍ୟ, ହିଂସା ମାମଲାରେ ସୁପ୍ରିମକୋର୍ଟରେ ୫ ମାମଲା ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୬.୧

ଟୋକିଓ,୨୮।୬: ରବିବାର ସକାଳେ ଉତ୍ତର-ପୂର୍ବ ଜାପାନରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ୬.୧ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା; କିନ୍ତୁ, କୌଣସି ସୁନାମି ଚେତାବନୀ ଜାରି…

୨୪ ଘଣ୍ଟାରେ ଦ୍ୱିତୀୟ ଥର ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ତେହରାନ,୨୮।୬: ପଶ୍ଚିମ ଏସିଆରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ଶନିବାର ଇରାନ ବିରୁଦ୍ଧରେ ଆଉ ଏକ ସାମରିକ ଆକ୍ରମଣ କରିଛି। ହର୍ମୁଜ ପ୍ରଣାଳୀ ନିକଟରେ…

ସିଚେଲ୍ସକୁ ପାଟ୍ରୋଲ ଜାହାଜ ଦେଲେ ମୋଦି

ଭିକ୍ଟୋରିଆ,୨୮ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିିଆ ସିଚେଲ୍ସ ଗସ୍ତରେ ଯାଇ ଶନିବାର ସେଠାରେ ପହଞ୍ଚତ୍ଥିବାବେଳେ ଏହାର ତଟସୁରକ୍ଷା ପାଇଁ ଭାରତ ନିର୍ମିତ ପାଟ୍ରୋଲ ଜାହାଜ ହସ୍ତାନ୍ତର…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଥରିଲା ଆଫଗାନିସ୍ତାନ: ଭାରତ, ପାକିସ୍ତାନରେ ଝଟ୍‌କା

କାବୁଲ/ନୂଆଦିଲ୍ଲୀ,୨୭ା୬: ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍‌…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri