ଓଡ଼ିଶା-ଭିଏତ୍‌ନାମ୍‌ ମଧ୍ୟରେ ସୁଦୃଢ଼ ହେବ ବାଣିଜ୍ୟ କାରବାର

ଭୁବନେଶ୍ୱର,୨୭।୯: ବର୍ତ୍ତମାନର ପରିସ୍ଥିତିରେ ବ୍ୟବସାୟିକ କ୍ଷେତ୍ରକୁ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏପରିକି ଆନ୍ତର୍ଜାତିକ ଟ୍ରେଡ ପ୍ରମୋସନ (ଆଇଟିପି) କାର୍ଯ୍ୟକ୍ରମକୁ ଆଗକୁ ନେବା ପାଇଁ ଓଡିଶା ଏବଂ ଭିଏତନାମ ସରକାରଙ୍କ ପ୍ରତିନିଧିଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଫଳରେ ଉକ୍ତ କାର୍ଯ୍ୟକ୍ରମ ଜରିଆରେ ଉଭୟ ଦେଶର ବାଣିଜ୍ୟ କାରବାର ସୁଦୃଢ ହେବ ବୋଲି କୁହାଯାଇଛି। ଅପରପକ୍ଷରେ ଭାରତର କନସଲ୍‌ ଜେନେରାଲ, ହୋ ଚି ମିନ୍‌ ସିଟି ଭିଏତନାମ୍‌ ଏବଂ ଡ ମଦନ ମୋହନ ସେଠୀଙ୍କ ନିମନ୍ତ୍ରଣରେ ଏକ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ମଧ୍ୟ ଉକ୍ତ ବୈଠକ ପରିପ୍ରେକ୍ଷୀରେ ଯୋଗଦେଇଥିଲେ। ସେହିଭଳି ଓଡିଶାର ପ୍ରତିନିଧିମଣ୍ଡଳୀରେ ଏମଏସଏମଇ, କୃଷି ଏବଂ ଖାଦ୍ୟ ପ୍ରକ୍ରିୟାକରଣ ବିଭାଗ, ପର୍ଯ୍ୟଟନ ବିଭାଗ, ହସ୍ତତନ୍ତ ଏବଂ ବୟନଶିଳ୍ପ ଆଦି ବିଭାଗର ଅଧିକାରୀମାନେ ସାମିଲ୍‌ ଥିଲେ। ଉକ୍ତ ବୈଠକରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଥିଲା। ଆଗାମୀ ଦିନରେ ଉଭୟ ପକ୍ଷଙ୍କ ମଧ୍ୟରେ କିପରି ଭଲ ବେପାର ଓ କାରବାର ବଢିବ ସେ ନେଇ ମଧ୍ୟ ବିସ୍ତୃତ ଆଲୋଚନା ହୋଇଥିଲା। ଏହି ଅବସରରେ ଭିଏତନାମରୁ ଆସିଥିବା ଶିଳ୍ପପତିମାନେ ଓଡିଶାର ପ୍ରତିନିଧିଙ୍କ ସହ ନିଜ ନିଜର ବ୍ୟବସାୟ ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri