ଯୁଦ୍ଧ ସଙ୍କଟରେ ବ୍ୟବସାୟ ବୃଦ୍ଧି, ଆମେରିକାରୁ ୧୧ ପ୍ରତିଶତ ଅଧିକ ତୈଳ ଆମଦାନୀ କରିବ ଭାରତ…

ନୂଆଦିଲ୍ଲୀ, ୧୯।୩ : ରୁଷିଆ ଭାରତକୁ ରିହାତି ଦାମ୍‌ରେ ଅଶୋଧିତ ତୈଳ ଯୋଗାଇବାକୁ ପ୍ରସ୍ତାବ ଦେଇଥିଲା। ମାତ୍ର ଅନ୍ତର୍ଜାତୀୟ ଚାପର ସମ୍ମୁଖୀନ ହେବାର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ଏହାକୁ ଆଣିବାକୁ ଅମଙ୍ଗ ହୋଇଛନ୍ତି। ଅପରପକ୍ଷରେ ଆମେରିକାରୁ ଅଶୋଧିତ ତୈଳ ଅମାଦାନୀ କରିବାକୁ ସରକାର ଚିନ୍ତା କରୁଛନ୍ତି। ଏହା ଦ୍ୱାରା ଯୁଦ୍ଧ ସଙ୍କଟରେ ମଧ୍ୟ ଆମେରିକାର ବ୍ୟବସାୟ ବୃଦ୍ଧି ଘଟିଛି। ଫଳରେ ଭାରତ ଏବେ ଆମେରିକାରୁ ୧୧ ପ୍ରତିଶତ ଅଧିକ ତୈଳ ଆମଦାନୀ କରିବାକୁ ଯାଉଛି।

ଦେଶରେ ଉପଲବ୍ଧ ହେଉଥିବା ମୋଟ ତୈଳ ଚାହିଦାର ୮୫ ପ୍ରତିଶତ ଭାରତ ଆମଦାନୀ କରିଥାଏ। ଏସବୁ ଅଶୋଧିତ ତୈଳ ମୂଖ୍ୟତଃ ମଧ୍ୟପ୍ରାଚ୍ୟରୁ ଆମଦାନୀ ହୋଇଥାଏ। କିନ୍ତୁ ଭାରତକୁ ତୈଳ ରପ୍ତାନୀ ତାଲିକାରେ ଆମେରିକା ଚତୁର୍ଥ ସ୍ଥାନରେ ରହିଛି।

ଇରାକ୍‌ରୁ ଭାରତକୁ ୨୩ ପ୍ରତିଶତ ତୈଳ ଆସିଥାଏ। ସେହିପରି ସାଉଦି ଆରବରୁ ୧୮ ପ୍ରତିଶତ ଏବଂ ୟୁଏଇରୁ ୧୧ ପ୍ରତିଶତ ତୈଳ ଆମଦାନୀ ହୋଇଥାଏ। ଭାରତୀୟ ତୈଳ ବଜାରରେ ଆମେରିକାର ଅଂଶଧନ ୮ ପ୍ରତିଶତ ରହିଛି। ମାତ୍ର ଏବେ ଭାରତ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ଦ୍ୱାରା ଏହା ୧୧ ପ୍ରତିଶତକୁ ବଢ଼ିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?