ଶ୍ରମିକ ୟୁନିୟନର ରାଜପଥ ଅବରୋଧ

ହିଞ୍ଜିଳିକାଟୁ,୨୮।୩(ଡି.ଏନ୍‌.ଏ.): ଦରଦାମ ବୃଦ୍ଧି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦୁଇ ଦିନିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ସମର୍ଥନ କରି ଓଡ଼ିଶା ନିର୍ମାଣ ଶ୍ରମିକ ୟୁନିୟନ ପକ୍ଷରୁ ବନ୍ଦ ପାଳନ କରାଯାଇଥିଲା। ଘରୋଇକରଣ ବନ୍ଦ, ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ନିୟନ୍ତ୍ରଣ ଆଦି ଦାବିରେ ସର୍ବଭାରତୀୟ ଟ୍ରେଡ୍‌ ୟୁନିୟନ ୨୮-୨୯ ମାର୍ଚ୍ଚ ଭାରତ ବନ୍ଦ ଡାକରାଦେଇଥିଲେ। ଏହାକୁ ସମର୍ଥନ କରି ସୋମବାର ଟିୟୁସିଆଇ ସହ ସହବନ୍ଧିତ ଓଡ଼ିଶା ନିର୍ମାଣ ଶ୍ରମିକ ୟୁନିୟନ ଗଞ୍ଜାମ ଜିଲା କମିଟି ପକ୍ଷରୁ ୫୯ ନଂ. ଜାତୀୟ ରାଜପଥ ସମରଝୋଳ ଛକଠାରେ ଆନ୍ଦୋଳନ କରାଯାଇଥିଲା। ଏଥିରେ ଟିୟୁସିଆଇର ରାଜ୍ୟ କମିଟି ସଦସ୍ୟଙ୍କ ବରଷ୍ଠ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri