ଭେଣ୍ଡିଂ ଜୋନ୍‌ରେ ବ୍ୟବସାୟ କରିବାକୁ ବେପାରୀଙ୍କୁ ନିର୍ଦ୍ଦେଶ

ହିଞ୍ଜିଳିକାଟୁ,୪।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପରିବା ବଜାରରେ ରାସ୍ତାକଡ଼ ଓ ଡ୍ରେନ୍‌ ଉପରେ ବ୍ୟବସାୟ କରୁଥିବା ବେପାରୀଙ୍କୁ ନିକଟରେ ଥିବା ଭେଣ୍ଡିଂ ଜୋନରେ ବ୍ୟବସାୟ କରିବାକୁ ପୌର କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବଜାର ନିକଟ ଭେଣ୍ଡିଂ ଜୋନକୁ ମାଟି ପକାଇ ପ୍ରସ୍ତୁତ କରାଯାଇଛି।

ଅନ୍ୟପକ୍ଷରେ ବହୁ ଦିନରୁ ପୋତି ହୋଇଯିବା ଡ୍ରେନକୁ ଗୁରୁବାର ପୌର ପରିଷଦ ପକ୍ଷରୁ ସଫା କରାଯାଇଛି। ରାସ୍ତା ଜାମ୍‌ ହେଉଥିବାରୁ ବ୍ୟବସାୟୀମାନେ ଭେଣ୍ଡିଂ ଜୋନ୍‌ରେ ବେପାର କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ପୌର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ବେଆଇନ ଭାବେ ପୌର ପରିଷଦ ବଜାର ଗୃହକୁ ବଢ଼ାଇ ଥିବା ଅଂଶକୁ ଉଚ୍ଛେଦ ପାଇଁ ମଧ୍ୟ ପୌର କତ୍ତୃପକ୍ଷ ଚିନ୍ତା କରୁଥିବା ଜଣାପଡିଛି। ଭେଣ୍ଡିଂ ଜୋନକୁ ଯାଇ ଲୋକମାନେ ପରିବା କିଣୁ ନ ଥିବାରୁ ସେଠାରେ ବ୍ୟବସାୟ କରୁଥିବା ବେପାରୀ ବିଶେଷ କ୍ଷତି ସହିବାକୁ ପଡୁଛି ବୋଲି ବହୁ ବ୍ୟବସାୟୀ କହିଛନ୍ତି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ମୋଦି-ପୁଟିନଙ୍କ ମିଳିତ ପ୍ରେସ୍‌ ବିବୃତ୍ତି: ନୂଆଦିଲ୍ଲୀରୁ ବିଶ୍ୱକୁ ଦେଲେ ବଡ଼ ସନ୍ଦେଶ, କହିଲେ ଆମେ ଏକାଠି…

ନୂଆଦିଲ୍ଲୀ,୫।୧୨: ଭାରତ-ରୁଷିଆ ସମ୍ପର୍କ ଏବଂ ସହଯୋଗର ୨୫ବର୍ଷ ପୂରଣ ହେବା ଉପରେ ରୁଷିଆ ରାଷ୍ଟ୍ରପତି ପୁଟିନ ଭାରତରେ ପହଞ୍ଚିଛନ୍ତି ଏବଂ ତାଙ୍କର ଗସ୍ତ ଗୁରୁତ୍ୱପୂର୍ଣ୍ଣ। ଗତକାଲିଠାରୁ...

ସକାଳୁ ଉଠିଲେ ପାଣି ପାଇଁ ସଂଘର୍ଷ: ୩୦ ପରିବାରକୁ ଗୋଟିଏ ନଳକୂପ

ଦାରିଙ୍ଗବାଡି, ୫/୧୨ (ଅରୁଣ ସାହୁ): ଭୋର ଉଠିଲେ ପିଇବା ଓ ବ୍ୟବହାର କରିବାକୁ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ଦିନେ କି ୨ ଦିନ...

୨୦୨୫-୨୬ ଆର୍ଥିକ ବର୍ଷର ଖରିବ ଧାନ କ୍ରୟ ଶୁଭାରମ୍ଭ

ଲୋଇସିଂହା,୫।୧୨(ସୁଶାନ୍ତ ବାରିକ) ବଲାଙ୍ଗୀର ଡିଏଲ ପିସି ବୈଠକରେ ହୋଇଥିବା ଧାର୍ଯ୍ୟ ତାରିଖ ଅନୁଯାୟୀ ଡିସେମ୍ବର ୫ ତାରିଖରୁ ଜିଲାର ଲୋଇସିଂହା ପାକ୍ସରୁ ଜିଲ୍ଲାସ୍ତରୀୟ ୨୦୨୫-୨୬ ଆର୍ଥିକ...

ଘରୋଇ ବିଶ୍ୱବିଦ୍ୟାଳୟରେ ଛାତ୍ର ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ବାରଙ୍ଗସ୍ଥିତ ଏକ ଘରୋଇ ବିଶ୍ବବିଦ୍ୟାଳୟରେ ଜଣେ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ପରିବାର ଲୋକ ଏନେଇ ବାରଙ୍ଗ ଥାନାରେ ହତ୍ୟା ଅଭିଯୋଗ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର...

ଗଞ୍ଜେଇ ହେରଫେର: ଫୁଲବାଣୀ ସଦର ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ,୫ା୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକଙ୍କୁ ରାଜ୍ୟ ଗୃହ ବିଭାଗ ନିଲମ୍ବନ କରିଛି। ତାଙ୍କ ନାମରେ...

ଏହି ଭୟଙ୍କର ଜୀବର ଚମଡ଼ାରୁ ତିଆରି ଘଣ୍ଟା ପିନ୍ଧନ୍ତି ପୁଟିନ୍‌, ଦାମ୍‌ ଜାଣିଲେ…

ମସ୍କୋ,୫ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏହି ଗସ୍ତ ଉଭୟ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।...

୧.୫ ବର୍ଷର ନିଜ ଝିଅକୁ ଗଛରେ ଝୁଲାଇ ହତ୍ୟା କଲା ପିଶାଚୀ ମା’

ପୁରୀ,୫।୧୨: ପାରିବାରିକ କଳହର ଏକ ଅତ୍ୟନ୍ତ ଦୁଃଖଦ ପରିଣାମରେ, ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁ କନ୍ୟାକୁ ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri