ଭେଣ୍ଡିଂ ଜୋନ୍‌ରେ ବ୍ୟବସାୟ କରିବାକୁ ବେପାରୀଙ୍କୁ ନିର୍ଦ୍ଦେଶ

ହିଞ୍ଜିଳିକାଟୁ,୪।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପରିବା ବଜାରରେ ରାସ୍ତାକଡ଼ ଓ ଡ୍ରେନ୍‌ ଉପରେ ବ୍ୟବସାୟ କରୁଥିବା ବେପାରୀଙ୍କୁ ନିକଟରେ ଥିବା ଭେଣ୍ଡିଂ ଜୋନରେ ବ୍ୟବସାୟ କରିବାକୁ ପୌର କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବଜାର ନିକଟ ଭେଣ୍ଡିଂ ଜୋନକୁ ମାଟି ପକାଇ ପ୍ରସ୍ତୁତ କରାଯାଇଛି।

ଅନ୍ୟପକ୍ଷରେ ବହୁ ଦିନରୁ ପୋତି ହୋଇଯିବା ଡ୍ରେନକୁ ଗୁରୁବାର ପୌର ପରିଷଦ ପକ୍ଷରୁ ସଫା କରାଯାଇଛି। ରାସ୍ତା ଜାମ୍‌ ହେଉଥିବାରୁ ବ୍ୟବସାୟୀମାନେ ଭେଣ୍ଡିଂ ଜୋନ୍‌ରେ ବେପାର କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ପୌର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ବେଆଇନ ଭାବେ ପୌର ପରିଷଦ ବଜାର ଗୃହକୁ ବଢ଼ାଇ ଥିବା ଅଂଶକୁ ଉଚ୍ଛେଦ ପାଇଁ ମଧ୍ୟ ପୌର କତ୍ତୃପକ୍ଷ ଚିନ୍ତା କରୁଥିବା ଜଣାପଡିଛି। ଭେଣ୍ଡିଂ ଜୋନକୁ ଯାଇ ଲୋକମାନେ ପରିବା କିଣୁ ନ ଥିବାରୁ ସେଠାରେ ବ୍ୟବସାୟ କରୁଥିବା ବେପାରୀ ବିଶେଷ କ୍ଷତି ସହିବାକୁ ପଡୁଛି ବୋଲି ବହୁ ବ୍ୟବସାୟୀ କହିଛନ୍ତି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଦଳରେ ବିଦ୍ରୋହ ଭିତରେ ମମତା ଖେଳିଲେ ବଡ଼ ଚାଲ୍‌, ଅଭିଷେକ ବାନାର୍ଜୀଙ୍କୁ ଘୋଷଣା କଲେ…

ନୂଆଦିଲ୍‌ଲୀ,୬।୬: ବିଧାୟକମାନଙ୍କ ବିଦ୍ରୋହ ମଧ୍ୟରେ ଟିଏମସି (TMC) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମମତା ବାନାର୍ଜୀ ଏହି ନୂତନ ସଙ୍ଗଠନରେ…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ଲକ୍ଷ ଲକ୍ଷ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ, ୬।୬: ଗୋଟିଏ ପଟେ କେନ୍ଦ୍ରୀୟ କର୍ମଚାରୀମାନେ ଦୀର୍ଘ ଦିନ ହେବ ଅଷ୍ଟମ ବେତନ କମିଶନ (8th Pay Commission) ଅଧୀନରେ ମହଙ୍ଗା ଭତ୍ତା (DA) ଏବଂ…

ଆଜିଠାରୁ ‘ମୃତ୍ୟୁ ପଞ୍ଚକ’ ଆରମ୍ଭ: ସ୍ବପ୍ନରେ ଏହି ୭ଟି ଜିନିଷ ଦେଖିଲେ ହୋଇଯାଆନ୍ତୁ ସାବଧାନ, ଘଟିପାରେ ବଡ଼ ଅଘଟଣ!

ସନାତନ ଧର୍ମରେ ମୃତ୍ୟୁ ପଞ୍ଚକର ଏକ ବିଶେଷ ମହତ୍ତ୍ୱ ରହିଛି, ଯାହାକୁ କ୍ଷତିକାରକ ଓ କଷ୍ଟଦାୟକ ବୋଲି ମାନିଥାନ୍ତି। ଯେତେବେଳେ ବି ପଞ୍ଚକ ଶନିବାର ଦିନରୁ ଆରମ୍ଭ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ଟଳିପଡିଲେ ସମ୍ବାରୁ, ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ

ଦେବଗଡ,୬।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ତିଲେଇବଣି ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ବଡଛାପଲ ଗ୍ରାମର ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଏହା ଅଂଶୁଘାତ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri