ଲଗାଣ ବର୍ଷାରେ ସିର୍କାର୍ବଗ ଠାରୁ ମାଣିକଯୋଡି ରାସ୍ତାକୁ ଯାାତୟତେ ବନ୍ଦ

ଦାରିଙ୍ଗବାଡି,୧୮।୭(ଅରୁଣ ସାହୁ): ଲଘୁଚାପ ଜନିତ ବର୍ଷା ଯୋଗୁ ଦୁର୍ଗମ ଅଞ୍ଚଳଗୁଡିକରେ ରହିଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତା ସମ୍ପ୍ରସାରଣ ବିଳମ୍ବ ହେତୁ ସାଧାରଣ ଲୋକଙ୍କୁ ହଟହଟା ହେବାକୁ ପଡିଛି। ଏଭଳି ଦେଖିବାକୁ ମିଳିଛି ଦାରିଙ୍ଗବାଡି ବ୍ଲକ ଠାରୁ କୋଟଗଡ଼ ବ୍ଲକକୁ ସଂଯୋଗ କରୁଥିବା ସିର୍କାବର୍ଗ ଠାରୁ ପିଟକମେରା ପର୍ଯ୍ୟନ୍ତ ରାସ୍ତା।
ପ୍ରକାଶ ଯେ, ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସିର୍କାବର୍ଗ ଠାରୁ ପ୍ରଧାନ ମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟରେ ଅନିୟମିତତା ଦେଖାଯାଇଛି। କିଛି ସ୍ଥାନରେ ମେଟଲ ଓ ଆଉ କିଛି ସ୍ଥାନରେ କେବଳ ମାଟି ପକାଇ ଛାଡିଦିଆଯାଇଛି ଆଉ କିଛି ସ୍ଥାନରେ ପୋଲ ନିର୍ମାଣ କରାଯାଇଥିଲେ ସୁଦ୍ଧା ସଂଯୋଗୀକରଣ ରାସ୍ତା ନିର୍ମାଣ କରାଯାଇନାହିଁ ଫଳରେ ଏବେ ଲଗାଣ ବର୍ଷାରେ ବାଇପାସ ରାସ୍ତାରେ ଯାତାୟତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ଏନେଇ ସିର୍କାବର୍ଗ ଅଞ୍ଚଳର ହେମନ୍ତ ଉଠାଣ ସିଂ, କୈଳାଶ ବଳିୟାର ସିଂ, କାଳୀ ବଳିୟାର ସିଂ, ସୁଶୀଲ ବଳିୟାର ସିଂ ପ୍ରମୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ରେ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ସରକାରୀ ଶିକ୍ଷକ

ଟିଟିଲାଗଡ଼,୨୬।୬: ୨୬ ନମ୍ବର ଜାତୀୟ ରାଜପଥ ବରଗାଁ ଛକରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଗଞ୍ଜେଇ ଚାଲାଣ ବେଳେ ଧରାପଡ଼ିଛନ୍ତି ୨ଜଣ ସରକାରୀ ଶିକ୍ଷକ। ଏହି…

ମୋତେ ମଦ ଦିଅ…ଜେଲ୍‌ରେ ଥାଇ ପୋଲିସ ଆଗରେ ଏମିତି ଡିମାଣ୍ଡ କଲେ ସିୟା

ପୁଣେ,୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁକୁ ନେଇ ଥମୁନି ଚର୍ଚ୍ଚା। ଏହି ଘଟଣାରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲୁଛି। ସିୟା…

ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ମ୍ୟାଚ ପୂର୍ବରୁ, ଆୟର୍ଲାଣ୍ଡ ଖେଳାଳି ଦେଲେ ବଡ଼ ବୟାନ କହିଲେ -‘ସେ ୧୫ ବର୍ଷ ବୟସର ଆଉ…’

ନୂଆଦିଲ୍ଲୀ,୨୬।୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଆଜି, ଅର୍ଥାତ ଶୁକ୍ରବାର ଜୁନ ୨୬ରେ ଅନୁଷ୍ଠିତ ହେବ। ଏହି ମ୍ୟାଚରେ ୧୫ ବର୍ଷୀୟ ବୈଭବ…

ବଲିଉଡ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କଲେ ଶାହରୁଖ

ବଲିଉଡର କିଙ୍ଗ୍‌ ଶାହରୁଖ ଖାନ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କରିଛନ୍ତି। ଏହି କୃତିତ୍ୱ ପାଇଁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ। ୨୫ ଜୁନ ୧୯୯୨ରେ ବଲିଉଡର…

ବିନା ବ୍ୟାଙ୍କ ଆକାଉଣ୍ଟରେ UPI ପେମେଣ୍ଟ କରିପାରିବେ ପିଲା, ୧୫ହଜାର ଟଙ୍କା ଯାଏ…

ନୂଆଦିଲ୍ଲୀ,୨୬।୬: ଦେଶରେ ଡିଜିଟାଲ ପେମେଣ୍ଟର ସୁବିଧା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପିଲାମାନେ ବଡ଼ ହେବା ସହିତ ସେମାନଙ୍କର ଖର୍ଚ୍ଚ ମଧ୍ୟ ବଢ଼ିଥାଏ ଏବଂ ସେମାନଙ୍କୁ ପକେଟ…

ନିଶାମୁକ୍ତ ସମାଜ ଗଠନ ପାଇଁ ସାମୂହିକ ସଂକଳ୍ପ: ସାମିଲ ହେଲେ…

ଛତ୍ରପୁର, ୨୬।୬ (ଦିଲ୍ଲୀପ ସାମଲ): ଅନ୍ତର୍ଜାତୀୟ ନିଶା ନିବାରଣ ଓ ଅବୈଧ ତସକରି ବିରୋଧ ଦିବସ-୨୦୨୬ ଅବସରରେ ଗଞ୍ଜାମ ଗିଲାରେ ଗତ ୧୭ ଜୁନରୁ ଆରମ୍ଭ ହୋଇଥିବା…

ଆଜି ପ୍ରଥମ ଟି୨୦: ଭାରତ-ଆୟର୍ଲାଣ୍ଡ ମୁକାବିଲା

ବେଲଫାଷ୍ଟ,୨୬ା୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଗୁରୁବାର ଦୁଇ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ସହିତ ଶ୍ରେୟସ ଆୟାର ଅନ୍ତର୍ଜାତୀୟ…

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଉଦ୍ୟମ

ରାଜନଗର,୨୬ା୬(ଭାସ୍କର ରାଉତରାୟ): ସମଗ୍ର ରାଜ୍ୟରେ କେଉଁଠି କେଉଁଠି ବେଆଇନ ବାଲି ଚାଲାଣକୁ ନେଇ ପୋଲିସ ପ୍ରଶାସନଙ୍କ ସହିତ ମାଫିଆଙ୍କର ମୁକାବିଲା ଏପରକି ଆକ୍ରମଣ ଭଳି ଅନେକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri