ଘନ କୁହୁଡ଼ି ଯୋଗୁ ଯାତାୟତ ବାଧାପ୍ରାପ୍ତ

ଭୁବନେଶ୍ୱର,୩।୧: ରାଜ୍ୟରେ ଶୀତ ସାମାନ୍ୟ କମିଥିଲେ ମଧ୍ୟ ଘନ କୁହୁଡ଼ି ପ୍ରଭାବ ଦେଖିବାକୁ ମିଳିଛି। ସକାଳୁ ଘନ କୁହୁଡ଼ି ଯୋଗୁ ଯାତାୟତରେ ବାଧାପ୍ରାପ୍ତ ହେଉଛି।
ଏ ନେଇ ୧୧ଟି ଜିଲାକୁ ଘନ କୁହୁଡ଼ି ନେଇ ପାଣିପାଗ ବିଭାଗ ସତର୍କ କରାଇଛି। ସେଗୁଡ଼ିକ ହେଲା ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼ ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ । ଏପରିକି ୫୦ ମିଟର ପର୍ଯ୍ୟନ୍ତ ଭିଜିବିଲିଟି ଖସିଯାଇପାରେ । ସେହିପରି ଆସନ୍ତା ୫ ଏବଂ ୬ ତାରିଖ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼ ଝାରସୁଗୁଡ଼ା କେନ୍ଦୁଝର ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?