ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ। ଫଳରେ ତାତିରୁ ରକ୍ଷା ପାଇବେ। ଶନିବାର ସ୍ବତନ୍ତ୍ର ଜ୍ଞାନକୌଶଳରେ ତିଆରି ହୋଇଥିବା ଏହି ଏସି ହେଲ୍‌ମେଟ୍‌କୁ ପରୀକ୍ଷାମୂଳକ ଭାବେ ଆରମ୍ଭ କରାଯାଇଛି।
ଏହି ଏସି ହେଲ୍‌ମେଟ୍‌ରେ ରହିଛି ସତନ୍ତ୍ର ବ୍ୟାଟେରି। ଯାହାଫଳରେ ହେଲ୍‌ମେଟ୍‌ ଚାର୍ଜ ହେବ। ଥରେ ଚାର୍ଜ ହେଲେ ୮ ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ। ଖରା ଦିନେ ଏଥିରୁ ଥଣ୍ଡା ପବନ ବାହାରିବା ସହିତ ଶୀତ ଦିନେ ଗରମ ପବନ ବାହାରିବ। ପୋଲିସ କମିଶନର ଏହି ହେଲ୍‌ମେଟ୍‌କୁ ପରୀକ୍ଷାମୂଳକ ଭାବେ ଜଣେ ମହିଳା ଟ୍ରାଫିକ କର୍ମଚାରୀଙ୍କୁ ପ୍ରଦାନ କରିଛନ୍ତି। ସଫଳ ହେଲେ ସବୁ ଟ୍ରାଫିକ୍‌ କର୍ମଚାରୀ ଏହାକୁ ପିନ୍ଧିବେ ବୋଲି ପୋଲିସ କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri