ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ଟ୍ରାଫିକ କଟକଣା: ଜାଣନ୍ତୁ କେଉଁ ରାସ୍ତା ରହିବ ବନ୍ଦ, କେଉଁ ରାସ୍ତା ଖୋଲା…

ଭୁବନେଶ୍ୱର,୧୪ା୭: ଆଜି ଅର୍ଥାତ୍‌ ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଏହି ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ୍‌ କଟକଣା କରାଯାଇଛି। ଏୟାରପୋର୍ଟରୁ ଜୟଦେବ ବିହାର ଦେଇ ଏମ୍ସ ଯିବା ରାସ୍ତା ବନ୍ଦ ରହିବ। ସନ୍ଧ୍ୟା ୫ଟା ୧୦ରୁ ୫ଟା ୫୦ ମିନିଟ ଭିତରେ ବନ୍ଦ ରହିବ ରାସ୍ତା। ଏୟାରପୋର୍ଟ ଛକ, କ୍ୟାପିଟାଲ ହସ୍ପିଟାଲ, ଏଜି ଛକ ରାସ୍ତା ବନ୍ଦ ରହିବ। ରାଜଭବନ ଛକ, ପାଓ୍ବାର ହାଉସ ଛକ ଦେଇ ବନ୍ଦ ରହିବ ଗାଡ଼ି ଚଳାଚଳ। ୧୨୦ ବିଏନ୍‌ ଛକ, ଶାସ୍ତ୍ରୀନଗର, ବେହେରା ସାହି ରାସ୍ତା ବନ୍ଦ କରାଯିବ। ଜୟଦେବ ବିହାର ଛକରୁ ୧୬ ନମ୍ବର ଜାତୀୟ ରାଜପଥ ରାସ୍ତା ବନ୍ଦ ରହିବ। ଖଣ୍ଡଗିରି ଫ୍ଲାଏ ଓଭର ବ୍ରିଜ୍‌, କସ୍‌ମୋପଲିସ ଛକ, ଏମ୍ସ ଅଣ୍ଡର ପାସ୍‌ ରାସ୍ତା ବନ୍ଦ ରହିବ। ସା ୬.୩୦ରୁ ୭.୦୫ ପର୍ଯ୍ୟନ୍ତ ଟ୍ରାଫିକ କଟକଣା ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ…

ଅଳିଦାଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…

ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?