ବନ୍ଦ ପ୍ରଭାବରେ ମାଲକାନଗିରି ଜିଲାରେ ଗାଡି ଚଳାଚଳ, ଦୋକାନ ବଜାର ବନ୍ଦ

ମାଲକାନଗିରି, ୧୯।୪ (ଡି.ଏନ୍‌.ଏ) ସମ୍ବଲପୁରରେ ହନୁମାନ ଜୟନ୍ତୀରେ ହୋଇଥିବା ଦଙ୍ଗା ବିରୋଧରେ ବୁଧୁବାର ବିଶ୍ୱ ହିନ୍ଦୁ ପରିଷଦ ଏବଂ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ତରଫରୁ ଓଡିଶାର ୧୪ଟି ଜିଲାରେ ୧୨ଘଣ୍ଟିଆ ବନ୍ଦ ପାଳନ ହେଉଛି। ତେବେ ମାଲକାନଗିରି ଜିଲାରେ ଏହାର ପ୍ରଭାବ ଦେଖିବାକୁ ମିଳିଛିା ସକାଳ ୬ଟାରୁ ବିଶ୍ୱ ହିନ୍ଦୁ ପରିଷଦ ଓ ରାଷ୍ଟ୍ରୀୟ ସ୍ବୟଂ ସେବକସଂଘ ଓ ଭାଜପା କର୍ମୀମାନେ ବିଭିନ୍ନ ଛକରେ ପିକେଟିଂ କରିବା ସହ ରାସ୍ତା ଅବରୋଧ କରିଛନ୍ତି ା ତେବେ ଭାଜପା ଏହାକୁ ସମର୍ଥନ କରିଛି। ମାଲକାନଗିରି ସହରରେ ସମସ୍ତ ଦୋକାନ ବଜାର ବନ୍ଦ ଥିଲାବେଳେ ଗାଡି ଚଳାଚଳ ସମ୍ପୂର୍ଣ ଠପ୍‌ ହୋଇଯାଇଛି ା ଯାହାଫଳରେ ଅନେକ ଯାତ୍ରୀବାହୀ ବସର ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତିା ପେଟ୍ରୋଲ ପମ୍ପଗୁଡିକ ମଧ୍ୟ ବନ୍ଦ ଅଛିା ପ୍ରତି ଛକରେ ବଜରଙ୍ଗ ଦଳ ଓ ବିଶ୍ୱ ହିନ୍ଦୁ ପରିଷଦକର୍ମୀମାନେ ପିକେଟିଂ କରୁଛନ୍ତିା କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡାଇବା ପାଇଁ ପୋଲିସ ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛିା


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri