ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ଅନୁଯାୟୀ, ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ନିକଟରେ ଭକ୍ତ ଜଣଙ୍କ ହଠାତ ଅସୁସ୍ଥ ହୋଇ ପଡ଼ିଥିଲେ। ସେଠାରୁ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ପଠାଯାଇଥିଲା, କିନ୍ତୁ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।  ମୃତକ ଜଣଙ୍କ କଟକ ଜିଲାର ବୋଲି ଜଣାପଡ଼ିଥିବାବେଳେ ତାଙ୍କୁ ୫୭ ବର୍ଷ ବୟସ ହୋଇଥିଲା। ତାଙ୍କର ନାମ ଅଭିରାମ ଦାସ ବୋଲି ଜଣାପଡ଼ିଛି। ବାହୁଡ଼ା ଯାତ୍ରା ଦିନ ଏଭଳି ଅଘଟଣ ଯୋଗୁ ଭକ୍ତଙ୍କ ମହଲରେ ଶୋକର ଛାୟା ସୃଷ୍ଟି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri