ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା କରାଯାଇଛି। ମଙ୍ଗଳାବାର ରାତିରେ ତୁଳସୀନଗର ଏକ ଗଳି ରାସ୍ତାରୁ ଗୁରୁତର ଅବସ୍ଥାରେ ଟାଉନ ପୋଲିସ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ପାରିବାରିକ କଳହରୁ ମାମୁଁ ଭଣଜା ମାଡ଼ପିଟ ହୋଇଥିବା ଚର୍ଚ୍ଚା ହେଉଛି । ହତ୍ୟାକୁ ନେଇ ପୋଲିସ କାହାକୁ ଗିରଫ କରିନାହିଁ । ଅନ୍ୟ ପଟେ ପୋଲିସ ଟିମ ପହଞ୍ଚି ତଦନ୍ତ ଚଳାଇଛି । ଯଦୁ ମଣି ବଗର୍ତ୍ତୀଙ୍କ ମୃତ୍ୟୁକୁ ନେଇ ଟାଉନ ପୋଲିସ ପକ୍ଷରୁ ତଦନ୍ତ କରାଯାଉଥିବା ଟାଉନ ଥାନା ଅଧିକାରୀ ଅବନୀ ସାହୁ କହିଛନ୍ତି । ଅନ୍ୟପଟେ ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖିଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ଭିତିରି ଚାଲ୍‌: ରାଜ୍ୟ ସଭାର ଚତୁର୍ଥ ଆସନ ପାଇଁ ଚାଲିଛି…

ଭୁବନେଶ୍ୱର,୧୦।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ହେବାକୁ ଥିବା ନିର୍ବାଚନ ଏବେ ଧୀରେ ଧୀରେ ରୋଚକ ମୋଡ଼ ନେବାକୁ ଲାଗିଲାଣି। ପ୍ରାର୍ଥତ୍ପତ୍ର ଦାଖଲ ଯାଏ ରାଜ୍ୟ…

ରାଜ୍ୟରେ ଶିଶୁ ମୃତ୍ୟୁହାର ଅଧିକ, ଆଦିବାସୀବହୁଳ ୬ ଜିଲା ପ୍ରଭାବିତ

ଭୁବନେଶ୍ୱର,୧୦।୩(ରବିନାରାୟଣ ଜେନା): ଜାତୀୟସ୍ତରରେ ଶିଶୁ ମୃତ୍ୟୁହାର (ଆଇଏମ୍‌ଆର୍‌) ଉଲ୍ଲେଖନୀୟ ଭାବେ ହ୍ରାସ ପାଉଛି। ୨୦୨୩ ରିପୋର୍ଟ ଅନୁଯାୟୀ, ପ୍ରତି ୧୦୦୦ ଶିଶୁଙ୍କ କ୍ଷେତ୍ରରେ ୨୫ଜଣଙ୍କ ମୃତ୍ୟୁ ହେଉଛି।…

ବ୍ୟବସାୟିକ ସିଲିଣ୍ଡର ଯୋଗାଣ ବନ୍ଦ

ନୂଆଦିଲ୍ଲୀ/ମୁମ୍ବାଇ,୧୦ା୩: ଇରାନ ଯୁଦ୍ଧ ପାଇଁ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ଇନ୍ଧନ ପରିବହନ ବାଧାପ୍ରାପ୍ତ ହୋଇଛି। ଫଳରେ ଭାରତର ବିଭିନ୍ନ ସହରରେ ରନ୍ଧନ ଗ୍ୟାସ୍‌ ଅଭାବ ଦେଖାଦେଇଛି। ମୁମ୍ବାଇରେ ବ୍ୟବସାୟିକ…

ଶର୍ଜିଲ ଇମାମ୍‌ଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୯ା୩: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ଏକ ଅଦାଲତ ସୋମବାର ଆକ୍ଟିଭିଷ୍ଟ ଶର୍ଜିଲ ଇମାମ୍‌ଙ୍କୁ ୧୦ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଭାଇ ବାହାଘରରେ ଯୋଗଦେବା…

ଚିତା ସଂଖ୍ୟା ବୃଦ୍ଧି: କୁନୋ ଜାତୀୟ ଉଦ୍ୟାନରେ ଜ୍ୱାଲାର ୫ ଛୁଆ ଜନ୍ମ

ନୂଆଦିଲ୍ଲୀ,୯ା୩: ନାମିବ୍ୟାରୁ ଅଣାଯାଇଥିବା ଚିତା ଜ୍ୱାଳା ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ସୋମବାର ୫ ଶାବକ ଜନ୍ମ କରିବାରୁ ଭାରତରେ ଚିତାସଂଖ୍ୟା ୫୩କୁ ବୃଦ୍ଧି ପାଇଛି। ଭାରତର…

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri