୯୮ ବର୍ଷରେ ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର

ମୁମ୍ବାଇ,୧୧।୧୨: ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର ଶୁକ୍ରବାର ୯୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୨ ଡିସେମ୍ବର ୧୧ରେ ସେ ପେଶଓ୍ବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ମହମ୍ମଦ୍‌ ୟୁସୁଫ ଖାଁ। ରାଜକପୁର, ଦେବାନନ୍ଦ ଏବଂ ଦିଲ୍ଲୀପ ବିଭାଜନ ସମୟରେ ପାକିସ୍ତାନରୁ ଭାରତ ଅସିଥିଲେ। ୧୯୬୬ ଅକ୍ଟୋବର ୧୧ରେ ସେ ୨୫ ବର୍ଷ ବୟସ୍କା ସାଏରା ବାନୋଙ୍କୁ ବିବାହ କରିଥିଲେ। ସେତେବେଳେ ଦିଲ୍ଲୀପଙ୍କୁ ୪୪ ବର୍ଷ ହୋଇଥିଲା। ତାଙ୍କ ବିବାହରେ ଦିଲ୍ଲୀପଙ୍କ ଘୋଡ଼ୀର ଲଗାମ ପୃଥିରାଜ କପୁର ଧରିଥିଲେ। ବରଯାତ୍ରୀଙ୍କ ମଧ୍ୟରେ ଦେବାନନ୍ଦ ଏବଂ ରାଜକପୁର ଡ୍ୟାନ୍ସ୍‌ କରିଥିଲେ। ଦିଲ୍ଲୀପ କୁମାର ଅନେକ ଫିଲ୍ମରେ ଅଭିନୟ କରି ବଲିଉଡ୍‌ରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ। ୮ ଥର ଫିଲ୍ମ ଫେୟାର ଆଓ୍ବାର୍ଡ ହାସଲ କରିଥିବା ସେ ହେଉଛନ୍ତି ପ୍ରଥମ ଅଭିନେତା। କିଙ୍ଗ୍‌ ଖାଁ ଶାହାରୁଖ୍‌ ଇତିମଧ୍ୟରେ ୮ଥର ଫିଲ୍ମ ଫେୟାର ଆଓ୍ବାର୍ଡ ହାସଲ କରି ଦିଲ୍ଲୀପଙ୍କ ସମକ୍ଷକ ହୋଇ ପାରିଛନ୍ତି। ଦିଲ୍ଲୀପ ଶାହରୁଖ୍‌ଙ୍କୁ ନିଜ ପୁଅ ମନେ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri