ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୨ଜୀବନ

ଜୟପୁର,୧୪ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ରେଲୱେ ଛକରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଜୟପୁର ସଦର ଥାନା ଅନ୍ତର୍ଗତ ହରଡାପୁଟ ଗ୍ରାମର ଅଜୟ ମୁଦୁଲି ଓ ରାମକୃଷ୍ଣ ଜାନି। ଜୟପୁରରୁ ବାଇକ୍‌ରେ ଘରକୁ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜୟପୁର ସଦର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri