ମର୍ମନ୍ତୁଦ ବସ୍‌ ଦୁର୍ଘଟଣା: ୧୦ ଯାତ୍ରୀ ଆହତ

କୋରାପୁଟ,୧୯।୭(ସ୍ବ.ପ୍ର): କୋରାପୁଟ ଜିଲା ୨୬ନଂ ଜାତୀୟ ରାଜପଥର ପଟାଙ୍ଗି ଥାନା ଅନ୍ତର୍ଗତ ଶୁଣ୍ଢି ପୁଙ୍ଗାର ନିକଟରେ ମଙ୍ଗଳବାର ସକାଳୁ ଏହି ବସ ଦୁର୍ଘଟଣା ଘଟିଛି। ଏଥିରେ ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ, ବିଶାଖାପାଟଣାରୁ ଗତକାଲି ରାତିରେ ଏକ ଯାତ୍ରୀବାହୀ ବସ୍‌ ଚିତ୍ରକୋଣ୍ଡା ଅଭିମୁଖେ ଆସୁଥିଲା। ବସ୍‌ଟି ଭୋର ପ୍ରାୟ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତ କଡରେ ଛିଡା ହୋଇଥିବା ଟିପରକୁ ପଛରୁ ପିଟିଥିଲା। ଘଟଣାସ୍ଥଳରେ ପଟାଙ୍ଗି ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ୧୦ ଆହତଙ୍କୁ ଉଦ୍ଧାର କରି କୁନ୍ଦୁଲି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା କଣ୍ଟେନର

ବାଲିଗୁଡ଼ା,୬ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର କୁର୍ତ୍ତମଗଡ଼ ପନ୍ଦରମାଇଲ ନିକଟରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ବ୍ରହ୍ମପୁରରୁ ତୁମୁଡ଼ିବନ୍ଧ ଅଭିମୁଖେ ଯାଉଥିବାବେଳେ...

ସଡ଼କ ଅପେକ୍ଷାରେ ସାତ ଦଶନ୍ଧି

ଢେଙ୍କାନାଳ ଅଫିସ, ୧୩।୭ ବିକାଶ ଦେଖୁଛି ଗାଁ। ବଦଳୁଛି ଗ୍ରାମାଞ୍ଚଳର ଚିତ୍ର। ପକ୍କା ସଡ଼କ, ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ବିଦ୍ୟୁତ୍‌ ଭିତ୍ତିଭୂମିଠାରୁ ଆରମ୍ଭ କରି ଆନୁଷଙ୍ଗିକ...

ବାଲିଗୁଡ଼ା ଏସ୍‌ଡିପିଓଙ୍କ ଦାରିଙ୍ଗବାଡ଼ି ଥାନା ପରିଦର୍ଶନ: ଚୋରାମଦ କାରବାର ରୋକିବା ଦିଗରେ ଆଲୋଚନା

ଦାରିଙ୍ଗବାଡ଼ି,୧୭।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାକୁ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ପରିଦର୍ଶନ କରିଛନ୍ତି। ସେ ଏସ୍‌ଡିପିଓ ଭାବେ ବାଲିଗୁଡ଼ା ଉପଖଣ୍ଡ କାର୍ଯ୍ୟାଳୟରେ ଯୋଗଦେବା...

୧୪ ଲକ୍ଷ ୨୯ ହଜାର ଜାଲନୋଟ୍‌ ଜବତ

ବରପାଲି,୭।୭(ଡି.ଏନ.ଏ.): ସ୍ବତନ୍ତ୍ର ଟାସ୍କ ଫୋର୍ସ(ଏସ୍‌ଟିଏଫ) ବରଗଡ଼ ଜିଲା ପୋଲିସ ସହାୟତାରେ ଗୁରୁବାର ଅନ୍ତଃରାଜ୍ୟ ଜାଲନୋଟ୍‌ କାରବାର ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ପୋଲିସ ୨...

ଚୁଡ଼ା,ମୁଢ଼ି ଉପରେ ଜିଏସଟିକୁ ବିରୋଧ, ଗ୍ରାହକଙ୍କ ଉପରେ ପ୍ରଭାବ ପଡ଼ିବ ନାହିଁ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଓଡ଼ିଶାର ଲୋକେ ଚୁଡ଼ା, ମୁଢ଼ିକୁ ସକାଳେ ସନ୍ଧ୍ୟାରେ ଜଳଖିଆ ଭାବେ ବ୍ୟବହାର କରନ୍ତି। ତେଣୁ ସେସବୁରେ ଜିଏସ୍‌ଟି ଲାଗିବା ପ୍ରସଙ୍ଗ ସୋମବାର ବିଧାନସଭା ଶୂନ୍ୟକାଳରେ...

ଖର୍ଚ୍ଚ ହେଉଛି, ମିଳୁନି ପାଣି

ଯାଜପୁର ଅଫିସ,୪ା୨: ରାଜ୍ୟର ଖଣି ପ୍ରଭାବିତ ୬ ଜିଲାରେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ୨୦ଟି ମେଗା ପାଇପ୍‌ ଜଳଯୋଗାଣ...

ମହିଳା ବିରୋଧୀ ହିଂସା: ଓଡ଼ିଶା ୨ୟ

ଭୁବନେଶ୍ୱର (ବ୍ୟୁରୋ) /ନୂଆଦିଲ୍ଲୀ,୧୬ା୯: ବଳାତ୍କାର, ଏସିଡ୍‌ ଆକ୍ରମଣ, ହତ୍ୟା, ଯୌତୁକ ନିର୍ଯାତନା, ଚାଲାଣ, ଯୌନ ନିର୍ଯାତନା, ଅସଦାଚରଣ ଆଦି ମହିଳା ବିରୋଧୀ ହିଂସା ଓଡ଼ିଶାରେ ପ୍ରତିବର୍ଷ...

୩ ଇଞ୍ଜେକ୍ସନ ଦେବାରୁ ୨ ମାସର ଶିଶୁ ମୃତ

ଦଶମନ୍ତପୁର, ୨୭।୧୦(ଡି.ଏନ.ଏ.): ଏକା ସାଙ୍ଗରେ ୩ଟି ଇଞ୍ଜେକ୍ସନ ଦେବାରୁ ଏକ ୨ ମାସର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆଣିଛନ୍ତି ପରିବାର...

Advertisement
Archives

Model This Week