ସନରାଇଜର୍ସ ହାଇଦ୍ରାବାଦର ଶୋଚନୀୟ ପରାଜୟ…

ପୁଣେ, ୨୯।୩ : ଆଇପିଏଲ୨୦୨୨ର ପଞ୍ଚମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ୍)ର ଶୋଚନୀୟ ପରାଜୟ ଘଟିଛି । ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ସନରାଇଜ ହାଇଦ୍ରାବାଦ୍ ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ ହରାଇ ୧୪୯ ରନ୍ ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲା ।

ରାଜସ୍ଥାନ ରୟାଲ୍ସ (ଆର୍ ଆର୍) ସନରାଇଜର୍ସ ହାଇଦ୍ରାବାଦ (ଏସଆର୍ ଏଚ୍) ୨୧୧ରନ୍ ର ବିଶାଳ ସ୍କୋର୍ ର ବିଜୟ ଲକ୍ଷ୍ୟ ରଖିଥିଲା। ଆର୍ ଆର୍ ନିର୍ଦ୍ଧାରିତ ୨୦ ଓଭରରେ ୬ ଓ୍ବିକେଟ୍ ହରାଇ ୨୧୦ ରନ୍ ସଂଗ୍ରହ କରିଥିଲା।
ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ ରେ ଆର୍ ଆର୍ ଯୁବ ଅଧିନାୟକ ସଞ୍ଜୁ ସାମସନ ୨୭ ବଲ୍ ରେ ୫୫ ରନ୍ ସଂଗ୍ରହ କରିଥିଲେ। ସେହିପରି ଦେବଦୂତ ପାଡ଼ିକଲ ୨୯ ବଲ୍ ରେ ୪୧ରନ୍ କରିଥିଲେ। ଜୋଶ୍ ବଟଲର ୨୮ ବଲ୍ ରେ ୩୫ ରନ୍, ସିମରୋନ୍ ହେଟମେୟର ୧୩ ବଲ୍ ରେ ୩୨ ରନ୍ ଏବଂ ଓ୍ବାଶଭି ଜୟଶ୍ୱାଲ ୧୬ ବଲ୍ରେ ୨୦ ରନ୍ ସଂଗ୍ରହ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri