Posted inଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗୋଟିଏ ପରିବାରର ୭ ଜଣଙ୍କ ମୃତ୍ୟୁ

ନୋଏଡା,୨୪।୨: ଯମୁନା ଏକ୍ସପ୍ରେସ୍‌ଓ୍ବେରେ ମଙ୍ଗଳବାର-ବୁଧବାର ମଧ୍ୟରାତ୍ରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୭ଜଣଙ୍କର ମୃତ୍ୟୁ ଘଟିଛି। ସେମାନେ ବୃନ୍ଦାବନ ଦର୍ଶନ ସାରି ଇନୋଭାରେ ଘରକୁ ଫେରୁଥିଲେ। ତେବେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ୟାଙ୍କର ନିୟନ୍ତ୍ରଣ ହରାଇ ଇନୋଭା ସହିତ ଦ୍ରୁତଗତିରେ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଇନୋଭା ଭାଙ୍ଗିରୁଜି ଯିବା ସହିତ ଏଥିରେ ଥିବା ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଟ୍ୟାଙ୍କରର ଟାୟାର ଫାଟି ଯିବାରୁ ଏଭଳି ଘଟିଛି। ମୃତକମାନେ ହରିୟାଣାର ଜିନ୍ଦ ସହରର ବାସିନ୍ଦା। ଖବର ପାଇ ଏସଏସପି ଗୌରବ ଗ୍ରୋଭରଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନନ୍ଦନଙ୍କ ବିମାନ ଦୁର୍ଘଟଣା ଭଳି ଘଟଣାକୁ ରୋକାଯିବ: ଏବେ ଡିଆର୍‌ଡିଓ ତିଆରି କରିବ ନୂଆ ସଫ୍ଟଓ୍ବେର

ନୂଆଦିଲ୍ଲୀ, ୨୬।୯: ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ଯୁଦ୍ଧ ବିମାନର ରେଡ଼ିଓ ଫ୍ରିକ୍ୱେନ୍ସି କାମ କରିବା ବନ୍ଦ କରିବାରୁ ଏହା ନିୟନ୍ତ୍ରଣ ହରାଇ ତଳେ...

କର୍ନାଟକ ବିଧାୟକ ଅଯୋଗ୍ୟ ଘୋଷଣା ମାମଲା: ୟେଦୁରପ୍ପାଙ୍କ ଅଡିଓ କ୍ଲିପ୍‌କୁ ରେକର୍ଡ ଭାବେ ନେବାକୁ କଂଗ୍ରେସର ଅନୁରୋଧ

ନୂଆଦିଲ୍ଲୀ,୫ା୧୧(ପି.ଟି.): କର୍ନାଟକର ୧୭ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଚାଲିଥିଲାବେଳେ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କ ଅଡିଓ କ୍ଲିପ୍‌କୁ ରେକର୍ଡ ଭାବେ ଗ୍ରହଣ...

ଜମ୍ମୁରେ ଓଲଟିଲା ବସ: ୨୫ ଯାତ୍ରୀ ଆହତ

ଜମ୍ମୁ,୨୮ା୫: ଜମ୍ମୁର ଡୋଡା ଜିଲାକୁ ଆସୁଥିବା ଏକ ଯାତ୍ରୀବାହୀ ବସ୍‌ ଉଦ୍ଧାମପୁରର ବଟ୍ଟଲ ବଲିଆ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡିଛି। ଫଳରେ ୨୫ଜଣ ଯାତ୍ରୀ...

ପକ୍ଷୀ ଉପରେ ବସି ଜେଲ ବାହାରକୁ ଯାଉଥିଲେ ସାବରକର

ବେଙ୍ଗାଲୁରୁ,୨୯।୮: ଭାଜପା ନେତୃତ୍ୱାଧୀନ ସରକାର ଇତିହାସର ପୁନର୍ଲିଖନ ପ୍ରୟାସ କରୁଥିବାରୁ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। କର୍ନାଟକ ପାଠ୍ୟପୁସ୍ତକ ସଂଶୋଧନ କମିଟି ଅଷ୍ଟମ ଶ୍ରେଣୀ...

୨୦୪୭ ସୁଦ୍ଧା ବହୁ ଦେଶଙ୍କୁ ପଛରେ ପକାଇବ ଭାରତ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୪।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ କିଛି ଦିନ ଧରି ଓ୍ବେବନାରରେ ଭାରତର ବିକାଶ ସମ୍ପର୍କରେ ତଥ୍ୟ ପ୍ରଦାନ କରିବା ଜାରି ରଖିଛନ୍ତି। ଶନିବାର...

୨ ଶ୍ରମିକ ପାଲଟିଲେ ଲକ୍ଷପତି: ମାଟି ଗଦାରୁ ମିଳିଲା ହୀରା

ପାନ୍ନା,୩।୧୧: ମଧ୍ୟପ୍ରଦେଶରେ ୨ ଜଣ ଶ୍ରମିକଙ୍କ ଭାଗ୍ୟ ଖୋଲିଯାଇଛି। ମାଟି ଗଦାରୁ ସେମାନଙ୍କୁ ହୀରା ମିଳିଛି। ପାନ୍ନା ଜିଲାରେ ଏହି ଘଟଣା ଘଟିଛି। ଜରୁଆପୁରର ଦିଲ୍ଲୀପ...

ଟିକ୍‌ଟକ୍‌ ସମେତ ୫୯ ଚାଇନା ଆପ୍‌କୁ ନିଷିଦ୍ଧ କଲା ଭାରତ

ନୂଆଦିଲ୍ଲୀ,୩୦ା୬: ସୀମାରେ ଉତ୍ତେଜନା ଲାଗି ରହିଥିବାବେଳେ ଭାରତ ସରକାର ଟିକ୍‌ଟକ୍‌ ସମେତ ଚାଇନାର ୫୯ଟି ଆପ୍‌କୁ ନିଷିଦ୍ଧ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଆପ୍‌ଗୁଡ଼ିକରେ ଗୋପନୀୟତା...

ବିକାଶ ବିଜ୍ଞାପନ ଚିତ୍ର ନେଇ ଅଡୁଆରେ ମୁଖ୍ୟମନ୍ତ୍ରୀ..

ଲକ୍ଷ୍ନୌ,୧୨।୯: ବିକାଶର ଭୁଲ୍‌ ବିଜ୍ଞାପନ ଚିତ୍ର ନେଇ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଏବେ ଅଡୁଆରେ ପଡ଼ିଛନ୍ତି। ଏନେଇ ତୃଣମୂଳ କଂଗ୍ରେସ (ଟିଏମସି) ଏବଂ...

Advertisement
Archives

Model This Week