ମୟୁରଭଞ୍ଜରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୨(ବୂ୍ୟରୋ): ମୟୁରଭଞ୍ଜ ଜିଲାର ସାରସକଣାଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହାସହ ସେ ମୃତକଙ୍କ ସମ୍ପର୍କିୟଙ୍କୁ ମଧ୍ୟ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ଗୁରୁବାର ବାରିପଦା-ଅମର୍ଦା ରାଜ୍ୟ ରାଜପଥର ଶୀର୍ଷାପାଳ ଛକରେ ସିରିଜ ଦୁର୍ଘଟଣା ଘଟିଥିଲା। ସେଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରୁ ୪ ଜଣ ଓଡ଼ିଶାର ହୋଇଥିବା ବେଳେ ଜଣେ ଝାଡଖଣ୍ଡର ବୋଲି ଜଣାପଡିଛି। ଗୋଟିଏ ଟ୍ରକ ଧକ୍କାରେ ତିନିଟି ଅଟୋ ଦୁଇଟି ଯାତ୍ରୀବାହୀ ଏବଂ ଅନ୍ୟଟି ଡାଲା ଅଟୋକୁ ସିରିଜ ଧକ୍କା ଦେବାରୁ ଏଭଳି ଅଭାବନୀୟ ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?