ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ କାରଟି ଏକ ଗଛରେ ପିଟି ହୋଇଥିଲା। ଫଳରେ ଜଣେ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଛି।

ମୃତକ ଜଣକ ଇନ୍ଦୋରର ଦେବେନ୍ଦ୍ର ଗିରି (୬୧) ବୋଲି ଜଣାପଡିଛି। ସେହିପରି ଅନ୍ୟ ୬ଜଣ ଆହତ ହୋଇଛନ୍ତି । ସେମାନେ ହେଲେ, ଗାୟତ୍ରୀ ଗିରି (୫୨), ମିଟେଶ ଗିରି (୩୧), ଖୁସି ଗୋସ୍ୱାମୀ (୨୫), ସମେରା ପାଟିଦାର (୭), ପୂଜା ଗୋସ୍ୱାମୀ (୨୧) ଏବଂ ଗ୍ରିଶିକ୍ସ ଗିରି (୧) । ସେମାନଙ୍କ ମଧ୍ୟରୁ ମଧ୍ୟରୁ ୩ ଜଣଙ୍କୁ ସୋହେଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅନ୍ୟ ୩ ଜଣ ବରଗଡ଼ ବିକାଶ ହସ୍ପିଟାଲରେ ଚିକିତ୍ସାଧିନ ଅଛନ୍ତି । କାରରେ ସମସ୍ତ ଯାତ୍ରୀ ଜଗନ୍ନାଥ ଦର୍ଶନ ପାଇଁ ଇନ୍ଦୋରରୁ ପୁରୀ ଆସୁଥିବା ବେଳେ ଦୁର୍ଘଟଣା ହୋଇଥିବା ସୂଚନା ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ଥାଲାସିମିଆ ରୋଗ କ’ଣ? ଗର୍ଭବତୀ ମହିଳାଙ୍କର ଏହି ସମସ୍ୟା ଥିଲେ କେମିତି କରାଯିବ ଚିକିତ୍ସା ଜାଣନ୍ତୁ…

ଥାଲାସିମିଆ ହେଉଛି ଏକ ବଂଶଗତ ରୋଗ । ଏହି ରୋଗରେ ଶରୀରରେ ସଠିକ୍ ପରିମାଣରେ ହିମୋଗ୍ଲୋବିନ୍ ଏବଂ ସୁସ୍ଥ ଲୋହିତ ରକ୍ତ କଣିକା ତିଆରି ହୋଇପାରେ ନାହିଁ।…

ସରକାରଙ୍କୁ ଅଭିଜିତ ଦୀପକେଙ୍କ ବଡ଼ ଚ୍ୟାଲେଞ୍ଜ, କହିଲେ ‘ଯଦି ସରକାର… ତେବେ ଆମେ ଏହାର ମୁକାବିଲା କରିବାକୁ ପ୍ରସ୍ତୁତ’

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇ କହିଛନ୍ତି ଯେ ସେମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରା ନ…

ସୁନ୍ଦରଗଡ଼ ପିଏନବି ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଧୂଆଁରେ ଆଚ୍ଛାଦିତ ହେଲା…

ସୁନ୍ଦରଗଡ,୫ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।ଖବର ପାଇ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ…

‘୧୨ କୋଟି ୫୦ ଲକ୍ଷ ଲୋକ…’ ‘ଭାରତ’ ଲେଖି ବଡ଼ ଭୁଲ କଲେ ଟ୍ରମ୍ପ

ଓ୍ବାଶିଂଟନ,୫।୧୦: ବ୍ରାଜିଲରେ ରାଷ୍ଟ୍ରପତି ନିର୍ବାଚନ ଚାଲିଛି। ଏହାକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଥିଲେ, ଯେଉଁଥିପାଇଁ ତାଙ୍କୁ ଉପହାସର ଶିକାର…

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?