Posted inଜାତୀୟ

ଜାତୀୟ ରାଜପଥ-୧୯ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ଆଗ୍ରା,୧୧।୩: ଉତ୍ତରପ୍ରଦେଶ ଆଗ୍ରାର ଜାତୀୟ ରାଜପଥ-୧୯ରେ ଗୁରୁବାର ଭୋର୍‌ ୫ଟା ୧୫ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣଙ୍କର ହସ୍ପିଟାଲରେ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୩ ଜଣ ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏତ୍ମାଦପୁରରୁ ଆସୁଥିବା ଏକ ସ୍କୋର୍ପିଓ ନିୟନ୍ତ୍ରଣ ହରାଇ ରୋଡ୍‌ ଡିଭାଇଡରରେ ପିଟି ହୋଇ ଅନ୍ୟ ପଟକୁ ଚାଲିଯାଇଥିଲା। ରାମବାଗ ଦିଗରୁ ଆସୁଥିବା କଣ୍ଟେନରକୁ ସ୍କୋର୍ପିଓ ଧକ୍କା ଦେଇ ଓଲଟି ପଡ଼ିଥିଲା। ସ୍କୋର୍ପିଓରେ ଚାଳକଙ୍କ ସମେତ ୧୨ ଜଣ ଥିଲେ। ଦୁର୍ଘଟଣା ପରେ ଘଟଣାସ୍ଥଳରୁ କଣ୍ଟେନର ଚାଳକ ଏବଂ କ୍ଲିନର ଫେରାର ହୋଇଯାଇଥିବା ପୋଲିସ ପକ୍ଷରୁ କହାଯାଇଛି। ଦୁର୍ଘଟଣା ପରେ ସ୍କୋର୍ପିଓର ଝରକା କାଚ ଭାଙ୍ଗି ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ-ପୁଅଙ୍କ ସହ ଆଜି ଭାଜପାରେ ସାମିଲ ହେବେ କ୍ୟାପଟେନ, ଏମ୍‌ପି ପତ୍ନୀ ରହିବେ କଂଗ୍ରେସରେ

ଜଳନ୍ଧର,୧୯ ।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ଦଳ ସୋମବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ବିଲିନ ହୋଇଯିବ । କ୍ୟାପଟେନ ଦିଲ୍ଲୀସ୍ଥିତ ଭାଜପା...

ସିଙ୍ଘୁରେ ଖଣ୍ଡା ବୁଲିଲା

ନୂଆଦିଲ୍ଲୀ,୩୦ା୧(ପି.ଟି.): ଦିଲ୍ଲୀ-ହରିୟାଣାର ସିଙ୍ଘୁସୀମାରେ ୨ ମାସ ଧରି ଆନ୍ଦୋଳନରତ ଚାଷୀଙ୍କୁ ଘଉଡ଼ାଇବା ଆରମ୍ଭ କରିଛନ୍ତି ସ୍ଥାନୀୟ ଲୋକେ। ଶୁକ୍ରବାର ଉକ୍ତ ସୀମାର କଲୋନୀଗୁଡ଼ିକରେ ରହୁଥିବା ପ୍ରାୟ...

୨୦ ମିନିଟ୍‌ରେ ୨୦ ଟୁଇଟ୍‌

ମୁମ୍ବାଇ,୨୫ା୧୧: ଏନ୍‌ସିପି ବିଧାୟକ ଦଳ ନେତା ପଦରୁ ହଟିବା ପରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର ରବିବାର ୨୦ ମିନିଟ୍‌ ମଧ୍ୟରେ ୨୦ଥର ଟୁଇଟ୍‌ କରିଛନ୍ତି।...

ପ୍ରଥମଥର ଅନ୍ତର୍ଜାତୀୟ ମଞ୍ଚରେ ଏକାଠି ହେବେ ମୋଦି-ବାଇଡେନ୍‌

ନୂଆଦିଲ୍ଲୀ,୧୨।୩: କରୋନା ସଙ୍କଟ ସମୟ, ଚାଇନା ସହ ଚାଲିଥିବା ବିବାଦ ଏବଂ ଅନ୍ୟାନ୍ୟ ପ୍ରସଙ୍ଗ ମଧ୍ୟରେ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବାକୁ ଯାଉଛି। ଭିଡିଓ...

ଅପରାଧିଙ୍କ ସହ ରହିଛି ସମାଜବାଦି ପାର୍ଟି: ଅନୁରାଗ ଠାକୁର

ନୂଆଦଲ୍ଲୀ,୧୨ ।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି । ଏହାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଫେବୃୟାରୀ ୧୪ରେ...

ଏଏପିରେ ଯୋଗଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ଭଉଣୀ

ନୂଆଦିଲ୍ଲୀ,୩୧।୧୨: ପୂର୍ବତନ କ୍ରିକେଟର ବୀରେନ୍ଦ୍ର ସେହ୍ବାଗଙ୍କ ଭଉଣୀ ଅଞ୍ଜୁ ସେହ୍ବାଗ ଶୁକ୍ରବାର ଆମ ଆଦମୀ ପାର୍ଟିରେ ଯୋଗ ଦେଇଛନ୍ତି । ପାର୍ଟିର ରାଷ୍ଟ୍ରୀୟ ମହାସଚିବ ପଙ୍କଜ...

ରାଜ୍ୟ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଆର୍‌ଜେଡି

ପାଟନା,୨୬।୫: ରାଜ୍ୟ ସଭା ପାଇଁ ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)। ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ଝିଅ ମିସା ଭାରତୀ...

୬୮ ବର୍ଷ ପରେ ଏୟାର ଇଣ୍ଡିଆର ଘର ବାହୁଡା: ରତନ ଟାଟା କହିଲେ ‘ଓ୍ବେଲ୍‌କମ୍‌ ବ୍ୟାକ୍‌’

ନୂଆଦିଲ୍ଲୀ,୮।୧୦: ଏୟାର ଇଣ୍ଡିଆକୁ କିଣିଛି ଟାଟା ସନ୍ସ। କମ୍ପାନୀ ଏଥିପାଇଁ ୧୮,୦୦୦ କୋଟି ଟଙ୍କାର ସବୁଠାରୁ ବଡ ଡାକ ଲଗାଇଥିଲା। ଫଳରେ ୬୮ ବର୍ଷ ପରେ...

Advertisement
Archives

Model This Week