ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ୮ ଆହତ

ପଦ୍ମପୁର, ୧୧.୧୧- (ପ୍ରଦୀପ୍ତ ଦାଶ )ଆଜି ସକାଳ ୭ଟା ରେ ପଦ୍ମପୁର ଅନ୍ତର୍ଗତ ଗାଇସିଲେଟ ଥାନା ଖୁଣ୍ଟପାଲି ପାଖରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବା ବେଳେ ୮ ଜଣ ଆହତ ହୋଇ ପଦ୍ମପୁର ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ସେଥିମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ମୃତ ବ୍ୟକ୍ତି ହେଲେ ଗାଇସିଲେଟ ଥାନା କନ୍ଦୁମୁଣ୍ଡା ଗ୍ରାମର ଧନମାଲି ରଣା । ଗାଇସିଲେଟ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହିତ ସମସ୍ତଙ୍କୁ ପଦ୍ମପୁର ଡାକ୍ତରଖାନା କୁ ପଠାଇ ତଦନ୍ତ ଆରମ୍ଭ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri