ଗ୍ରାହକଙ୍କୁ ସୁବିଧା ଦେବାକୁ ଟେଲିକମ୍‌ କମ୍ପାନୀଙ୍କୁ ଟ୍ରାଇର ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦।୧: ଦେଶର ସମସ୍ତ ମୋବାଇଲ ଗ୍ରାହକଙ୍କ ପାଇଁ ଖୁସି ଖବର ଆଣିଛି ଟ୍ରାଇ। ଟେଲିକମ୍‌ କମ୍ପାନୀଗୁଡ଼ିକୁ ଟ୍ରାଇ ୨୮ ଦିନ ବଦଳରେ ୩୦ଦିନିଆ ବୈଧତା ଥିବା ପ୍ଲାନ୍‌ ଆଣିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଦୂରସଞ୍ଚାର ନିର୍ଦ୍ଦେଶ ୧୯୯୯ରେ ପରିବର୍ତ୍ତନ ଆଣିବା ସହିତ ନିକଟରେ ଟ୍ରାଇ କମ୍ପାନୀଗୁଡ଼ିକୁ କହିଛି, ଅତିକମ୍‌ରେ ସେବା ପ୍ରଦାନକାରୀମାନେ ଗୋଟିଏ ପ୍ଲାନ୍‌ ଭାଉଚର, ଗୋଟିଏ ସ୍ପେଶାଲ ଟାରିଫ୍‌ ଭାଉଚର ଏବଂ ଗୋଟିଏ କମ୍ବୋ ଭାଉଚର ଆଣିବେ, ଯାହାର ବୈଧତା ୩୦ଦିନ ରହିବା ଆବଶ୍ୟକ। ଭାରତରେ ଟେଲିକମ୍‌ କମ୍ପାନୀଗୁଡ଼ିକ ମୁଖ୍ୟତଃ ୨୮ ଦିନ, ୫୪ ଦିନ କିମ୍ବା ୮୪ ଦିନର ବୈଧତା ଥିବା ପ୍ୟାକେଜ୍‌ ଗ୍ରାହକଙ୍କୁ ପ୍ରଦାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri