ଗ୍ରାହକଙ୍କୁ ସୁବିଧା ଦେବାକୁ ଟେଲିକମ୍‌ କମ୍ପାନୀଙ୍କୁ ଟ୍ରାଇର ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦।୧: ଦେଶର ସମସ୍ତ ମୋବାଇଲ ଗ୍ରାହକଙ୍କ ପାଇଁ ଖୁସି ଖବର ଆଣିଛି ଟ୍ରାଇ। ଟେଲିକମ୍‌ କମ୍ପାନୀଗୁଡ଼ିକୁ ଟ୍ରାଇ ୨୮ ଦିନ ବଦଳରେ ୩୦ଦିନିଆ ବୈଧତା ଥିବା ପ୍ଲାନ୍‌ ଆଣିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଦୂରସଞ୍ଚାର ନିର୍ଦ୍ଦେଶ ୧୯୯୯ରେ ପରିବର୍ତ୍ତନ ଆଣିବା ସହିତ ନିକଟରେ ଟ୍ରାଇ କମ୍ପାନୀଗୁଡ଼ିକୁ କହିଛି, ଅତିକମ୍‌ରେ ସେବା ପ୍ରଦାନକାରୀମାନେ ଗୋଟିଏ ପ୍ଲାନ୍‌ ଭାଉଚର, ଗୋଟିଏ ସ୍ପେଶାଲ ଟାରିଫ୍‌ ଭାଉଚର ଏବଂ ଗୋଟିଏ କମ୍ବୋ ଭାଉଚର ଆଣିବେ, ଯାହାର ବୈଧତା ୩୦ଦିନ ରହିବା ଆବଶ୍ୟକ। ଭାରତରେ ଟେଲିକମ୍‌ କମ୍ପାନୀଗୁଡ଼ିକ ମୁଖ୍ୟତଃ ୨୮ ଦିନ, ୫୪ ଦିନ କିମ୍ବା ୮୪ ଦିନର ବୈଧତା ଥିବା ପ୍ୟାକେଜ୍‌ ଗ୍ରାହକଙ୍କୁ ପ୍ରଦାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଡିଏସ୍‌ ପକ୍ଷରୁ ମୁଖ ସ୍ବଚ୍ଛତା ଦିବସ

ଭୁବନେଶ୍ୱର,୪।୮: ବର୍ତ୍ତମାନ ସମୟରେ ମୁଖ ଗହ୍ବର ସ୍ବଚ୍ଛତା ଏବଂ ସୁସ୍ଥତା ବଜାୟ ରଖିବା ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌...

୧ କୋଟି ନୂଆ ଉଜ୍ୱଳା ସଂଯୋଗ, ସ୍ଥାପିତ ହେବ ୭୫୦ ଏକଲବ୍ୟ ମଡେଲ ସ୍କୁଲ

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ସରକାର ଉଜ୍ୱଳା ଯୋଜନାରେ ୧ କୋଟି ନୂଆ ସଂଯୋଗ ଦିଆଯିବା ନେଇ ଘୋଷଣା କରିଛନ୍ତି। ଆସନ୍ତା ୩ ବର୍ଷରେ ୧୦୦...

‘ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ମାନ୍ୟତା ରହିବ’

ନୂଆଦିଲ୍ଲୀ,୧୯-୧୧:ଜିଡ଼ିପି ଖସିବା ସତ୍ତ୍ୱେ ମଧ୍ୟ ଭାରତ ଦ୍ରୁତ ଅଭିବୃଦ୍ଧଶୀଳ ଅର୍ଥନୀତି ମାନ୍ୟତା ବଜାୟ ରଖିବାକୁ ସକ୍ଷମ ହେବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଲୋକସଭାରେ...

ଆଧାରରେ ରିଟର୍ନ ଫାଇଲ କଲେ ସିଧାସଳଖ ମିଳିଯିବ ପାନ୍‌

ନୂଆଦିଲ୍ଲୀ, ୩-୯: ଆଧାରରେ ଆୟକର ରିଟର୍ନ ପୈଠ କଲେ ଟିକସଦାତାଙ୍କୁ ସିଧାସଳଖ ପାନ୍‌ ଜାରି କରାଯିବ। ଆୟକର ବିଭାଗ ଏଭଳି ଟିକସଦାତାଙ୍କ ଲାଗି ନୂଆ ପଦକ୍ଷେପ...

ଆସିପାରେ ୧୦୦ ବିଲିୟନ ଡଲାରର ଏଫ୍‌ଡିଆଇ

ନୂଆଦିଲ୍ଲୀ,୨୬।୯: ଆସନ୍ତା ୨୦୪୭ ସୁଦ୍ଧା ଭାରତକୁ ବିକାଶଶୀଳ ନୁହେଁ, ବିକଶିତ ରାଷ୍ଟ୍ରରେ ପରିଣତ କରିବାକୁ କେନ୍ଦ୍ର ସରକାର ଦୃଢ଼ତାର ସହ ଲାଗିପଡ଼ିଛନ୍ତି। ଦେଶର ଅର୍ଥନୀତିକୁ ସୁଦୃଢ଼...

ବଜେଟ ଟିମ୍‌ରେ ୨ ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି

ନୂଆଦିଲ୍ଲୀ,୯ା୧୨: ଅର୍ଥ ମନ୍ତ୍ରଣାଳୟର ବଜେଟ ଟିମ୍‌ରେ ୨ ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡିଥିବା ଜଣାପଡିଛି। ସରକାରଙ୍କ ବଜେଟ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇ ସାରିଥିବାବେଳେ ଟିମ୍‌ରେ...

ଭାରତର ଜିଏସ୍‌ପି ମାନ୍ୟତା ପ୍ରତ୍ୟାହାର କଲା ଆମେରିକା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨-୬: ଭାରତକୁ ମିଳୁଥିବା ଜେନେରାଲାଇଜ୍‌ଡ ସିଷ୍ଟମ ଅଫ୍‌ ପ୍ରିଫରେନ୍ସେସ(ଜିଏସ୍‌ପି) ମାନ୍ୟତାକୁ ଆମେରିକା ପ୍ରତ୍ୟାହାର କରିନେଇଛି। ଏହା ଆସନ୍ତା ୫ରୁ ଲାଗୁ ହୋଇଯିବ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ଅଶୋକ ଗୁଲାଟି ହୋଇପାରନ୍ତି କେନ୍ଦ୍ର କୃଷି ମନ୍ତ୍ରୀ

ନୂଆଦିଲ୍ଲୀ,୨୭-୫: ଆସନ୍ତା ୩୦ରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଭାବେ ଦ୍ୱିତୀୟଥର ଶପଥଗ୍ରହଣ କରିବାକୁ ଯାଉଛନ୍ତି। ସର୍‌ପ୍ରାଇଜ ବା ଚକିତ କରିବାରେ ତାଙ୍କର ତୁଳନା ନାହିଁ। ରାଷ୍ଟ୍ରପତି...

Advertisement
Archives

Model This Week