ଟ୍ରେଲର-ଆମ୍ବୁଲାନ୍ସ ମୁହାଁମୁହିଁ, ଚାଲିଗଲା ୨ ଜୀବନ

ବାହାନଗା,୧୨।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୧୬ନଂ. ଜାତୀୟ ରାଜପଥର ଦାଣ୍ଡକାଳୀ ନିକଟରେ ସକାଳେ ଏକ ଟ୍ରେଲର ଓ ଆମ୍ବୁଲାନ୍ସ ମଧ୍ୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱରରୁ କୋଲକାତା ଫେରୁଥିବା ଏକ ଆମ୍ବୁଲାନ୍ସ (ଡବ୍ଲ୍ୟୁବି-୨୯-ଏ-୮୮୬୭) ଭାରସାମ୍ୟ ହରାଇ ଡିଭାଇଡର ଡେଇଁ ସମ୍ମୁଖ ପଟୁ ଆସୁଥିବା ଟ୍ରେଲର (ଏନ୍‌ଏଲ୍‌-୦୨-କେ-୫୪୩୭)କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଆମ୍ବୁଲାନ୍ସ ଡ୍ରାଇଭର ମୃତ୍ୟୁବରଣ କରିଥିବା ବେଳେ ଆମ୍ବୁଲାନ୍ସର ହେଲ୍‌ପର ହସ୍ପିଟାଲ ନେବା ବାଟରେ ମୃତ୍ୟୁବରଣ କରିଛି। ଦୁର୍ଘଟଣାଗ୍ରସ୍ତ ଟ୍ରେଲରଟି ରାସ୍ତା ପାଶ୍ୱର୍ର୍ ଦୋକାନ ମଧ୍ୟରେ ପଶିଯାଇଥିଲା। ଟ୍ରେଲର ଡ୍ରାଇଭର ଗୁରୁତର ଆହତ ହୋଇଥିବା ବେଳେ ମୃତ ଡ୍ରାଇଭର ଓ ହେଲ୍‌ପରର ଏପର୍ଯ୍ୟନ୍ତ ପରିଚୟ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri