ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ ହଠାତ୍‌ ଆଗ ଚକ ଫାଟିଯିବାରୁ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯାଇଥିଲା। ଫଳରେ ଗାଡିରେ ନିଆଁ ଲାଗି ଜଳିଯାଇଥିଲା। ଖବର ପାଇ ଝାରସୁଗୁଡ଼ା ପୋଲିସ ଏବଂ ଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଲେ

 

Dharitri – Odisha’s No.1 Odia Daily

 

 

Share