୩୦ ଫୁଟ ପୋଲ ତଳକୁ ଖସିଲ ଟ୍ରେଲର, ଚାଳକ ଗୁରୁତର

ଜମନକିରା,୯।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ୫୩ ପିଠାମାରେନ ପୋଲରେ ଏକ ଟ୍ରେଲର ରେଜିଷ୍ଟେଶନ ନ.(ଏଲଏଲ ୦୧ ଏନ ୮୫୫୯) ଦୁର୍ଘଟଣାଗ୍ରସ୍ଥ ହୋଇଛି। ନିୟନ୍ତ୍ରଣ ହରାଇ ଟ୍ରେଲରଟି ପୋଲର ୩୦ ଫୁଟ ତଳକୁ ଖସି ପଡିଥିଲା। ଏଥିରେ ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର ଚାଳକଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଏ ନେଇ ଜମନକିରା ଥାନାରେ ଏକ ଦୁଘଟଣା ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରଖିଛି। ଟ୍ରେଲରଟି କୋଲକାତାରୁ ସମ୍ବଲପୁର ଅଭିମୁଖେ ଯାଉଥିବା ବେଳେ ରବିବାର ସକାଳୁ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରେଲରରେ ବଡ଼ ବଡ଼ ଲୁହା ପାଇପ ବୋଝେଇ ହୋଇଥିବା ବେଳେ ଦୁର୍ଘଟଣା ପରେ ପାଇପ ସବୁ ଛିନଛତ୍ର ହୋଇ ନାଳ ମଧ୍ୟରେ ବିଛେଇ ହୋଇ ପଡିଥିବା ଦେଖାଯାଇଛି। ଟ୍ରେଲରଟି ସମ୍ପୂର୍ଣ ଭାଙ୍ଗି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri