ଟ୍ରେଲର-ହାଇଓ୍ବା ଧକ୍କା: ଚାଲିଗଲା ୨ ଡ୍ରାଇଭରଙ୍କ ଜୀବନ

ଜମନକିରା,୧୪ା୯(ରବୀନ୍ଦ୍ର ପ୍ରସାଦ ଦାନି): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅଧୀନ ୫୩ ନମ୍ବର ଜାତୀୟ ରାଜପଥରରେ ଗୁରୁବାର ଏକ ହାଇୱା (ଓଡ଼ି୧୫ଡବ୍ଲ୍ୟୁ-୫୦୪୩) ଏବଂ ଟ୍ରେଲର (ଆର୦୪ଜିଏ-୫୬୨୬) ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଉଭୟ ଗାଡ଼ି ଚାଳକଙ୍କ ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ମୁତାବକ, ଟ୍ରେଲରଟି ଦେବଗଡ଼ ପଟୁ ସମ୍ବଲପୁର ଯାଉଥିଲା। ସେତିକିବେଳେ ସମ୍ବଲପୁରରୁ ଦେବଗଡ଼ ଯାଉଥିବା ହାଇୱା ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଟ୍ରେଲର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବା ବେଳେ ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଅନ୍ୟପଟେ ହାଇଓ୍ବାରେ ଫସି ରହିଥିବା ଚାଳକଙ୍କୁ ଜମନକିରା ଅଗ୍ନିଶମ ବାହିନୀ ଉଦ୍ଧାର କରି କୁଚିଣ୍ଡା ମେଡିକାଲକୁ ପଠାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଚାଳକ ଦ୍ୱୟଙ୍କ ପରିଚୟ ମିଳିପାରି ନାହିଁ। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ପଦ୍ମାଳୟା ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

କୁଲାଡ ରଥଯାତ୍ରା ପ୍ରସ୍ତୁତି ଚାଲିଛି: ଦେବସ୍ନାନ ପୂର୍ଣ୍ଣିମା ପାଇଁ ସେବାୟତଙ୍କ ସହ ଆଲୋଚନା

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ରଥାଯାତ୍ରା ପାଇଁ ପ୍ରସ୍ତୁତି ଦ୍ରୁତ ଗତିରେ ଚାଲିଛି। ଗୁରୁବାର ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାର…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri