ଏହି ଦିନ ରିଲିଜ ହେବ ‘ଗଦର-୨’ ଟ୍ରେଲର

ମୁମ୍ବାଇ: ଅଭିନେତା ସନ୍ନି ଦେଓଲ ଏବଂ ଅମିଷା ପଟେଲଙ୍କ ଫିଲ୍ମ ‘ଗଦର-୨’ର ରିଲିଜକୁ ନେଇ ପ୍ରଶଂସକମାନେ ଅପେକ୍ଷା କରିଛନ୍ତି। ଏହି ଚଳଚ୍ଚିତ୍ର ୧୧ଅଗଷ୍ଟରେ ରିଲିଜ ହେବାକୁ ଯାଉଛ। ନିକଟରେ ଫିଲ୍ମର ଖରିୟତ୍‌ ଗୀତ ମଧ୍ୟ ରିଲିଜ ହୋଇଥିଲା, ଯାହାକୁ ପ୍ରଶଂସକ ବେଶ୍‌ ଭଲ ପାଇବା ଦେଇଛନ୍ତି। କିଛି ସମୟ ପୂର୍ବରୁ ଏହାର ଟିଜର ମଧ୍ୟ ରିଲିଜ ହୋଇଥିଲା, ଯାହାକୁ ପ୍ରଶଂସକମାନେ ପସନ୍ଦ କରିଥିଲେ। ନିର୍ମାତା ଏହି ଚଳଚ୍ଚିତ୍ର ବିଷୟରେ ବହୁତ ଗୁଜବ ସୃଷ୍ଟି କରୁଛନ୍ତି। ବର୍ତ୍ତମାନ ପ୍ରଶଂସକମାନେ ଉତ୍ସାହର ସହିତ ‘ଗଦର-୨’ର ଟ୍ରେଲରକୁ ଅପେକ୍ଷା କରିଛନ୍ତି। ବର୍ତ୍ତମାନ ଟ୍ରେଲର କେବେ ରିଲିଜ ହେବ ବୋଲି ନିର୍ମାତା ଘୋଷଣା କରିଛନ୍ତି। ସୂଚନାନୁସାରେ, ଫିଲ୍ମର ଟ୍ରେଲର ୨୭ ଜୁଲାଇ ଗୁରୁବାର ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri